ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳନ ହୋଇଯାଇଛି । ପ୍ରାତଃ ପର୍ଯ୍ୟାୟରେ ସସ୍ମିତା ଶତପଥି ଓ ଦୁର୍ବାଦଳ ସାହୁ ଗାନ୍ଧିଜୀଙ୍କ ବିଷୟରେ ମାର୍ଗ ଦର୍ଶନ କରିଥିବା ବେଳେ ଶରତ ମେହେର ଓ ଥବିର ଦଣ୍ଡସେନା ଲାଲବାହାଦୂରଙ୍କ…
Read More...

ଉତ୍କଳମଣି ଗୋପବନ୍ଧୁ ୱେଲଫେୟାର ଟ୍ରଷ୍ଟ ପକ୍ଷରୁ ଗନ୍ଧିଜୀ ଓ ଶାସ୍ତ୍ରିଜୀ ଜୟନ୍ତୀ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ଉତ୍କଳମଣି ଗୋପବନ୍ଧୁ ୱେଲଫେୟାର ଟ୍ରଷ୍ଟ ଆନୁକୂଲ୍ୟରେ ଆୟୋଜିତ ଜାତିରଜନକ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ଓ ଶାନ୍ତିଦୂତ ଲାଲବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ସ୍ଥାନୀୟ ଆଇଡ଼ିଏଲ୍‌ ଅତିଥି ଭବନ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ସମ୍ପାଦକ ତଥା…
Read More...

ବାଲେଶ୍ୱରରେ ଉଦ୍ୟମିତା ସଚେତନତା ଓ ବିଶେଷ ବିକ୍ରେତା ବିକାଶ କାର୍ଯ୍ୟକ୍ରମ ଆୟୋଜିତ

ରାଉରକେଲା, (ସସ୍ମିତା ପ୍ରଧାନ) : "ଉଦ୍ୟମିତା ସଚେତନତା ଏବଂ ବିଶେଷ ବିକ୍ରେତା ବିକାଶ କାର୍ଯ୍ୟକ୍ରମ" ଆୟୋଜିତ ହୋଇଯାଇଛି । ଜାତୀୟ ଏସ୍‌ସି, ଏସ୍‌ଟି ହବ୍, ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରଣାଳୟ, ଭାରତ ସରକାରଙ୍କ ଦ୍ୱାରା ଇଣ୍ଡିଆନ ଚାମ୍ବର୍ସ ଅଫ କମର୍ସ ଫର୍‌ ଏସ୍‌ସି, ଏସ୍‌ଟି…
Read More...

କୈବଲ୍ୟ ସାହିତ୍ୟ ସଂସଦର ବିକଶିତ ଭାରତ ମହୋତ୍ସବ

କଟକ, (ସସ୍ମିତା ପ୍ରଧାନ) : ପବିତ୍ର ଗାନ୍ଧୀଜୟନ୍ତୀ ଏବଂ ଶାସ୍ତ୍ରୀ ଜୟନ୍ତୀ ଅବସରରେ କୈବଲ୍ୟ ସାହିତ୍ୟ ସଂସଦର ୧୧୪ ତମ ବିକଶିତ ଭାରତ ମହୋତ୍ସବ ନେତାଜୀ ପବ୍ଲିକ ସ୍କୁଲ, ଡଗରପଡା ଠାରେ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ଛାତ୍ରଛାତ୍ରୀ ଏବଂ ଅତିଥିବୃନ୍ଦ ଜାତିର ପିତା ମହାତ୍ମା ଗାନ୍ଧୀ ଏବଂ…
Read More...

ଗାନ୍ଧୀ ଶାନ୍ତି ପ୍ରତିଷ୍ଠାନ ପକ୍ଷରୁ ଗାନ୍ଧୀ ଜୟନ୍ତୀ ମହାସମାରୋହରେ ପାଳିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସ୍ଥାନୀୟ ସେକ୍ଟର-୨୦ ସ୍ଥିତ ଗାନ୍ଧୀ ଶାନ୍ତି ପ୍ରତିଷ୍ଠାନ ପକ୍ଷରୁ ମହାତ୍ମା ଗାନ୍ଧୀଙ୍କ ଜୟନ୍ତୀ ମହାସମାରୋହରେ ପାଳିତ ହୋଇଯାଇଛି । ପ୍ରତିଷ୍ଠାନର ଆବାହକ ଶ୍ରୀମତୀ ଭଗବତୀ ଜେନାଙ୍କ ନେତୃତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ବହୁ ବୁଦ୍ଧିଜୀବୀ,…
Read More...

ଓଡ଼ିଆ ଭାଷା ବିକାଶ ମଞ୍ଚର ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଭକ୍ତିପୂତ ପୁଷ୍ପାଞ୍ଜଳି

ରାଉରକେଲା, (ସସ୍ମିତା ପ୍ରଧାନ) : ଜାତିର ଜନକ ମହାତ୍ମା ଗାନ୍ଧୀ, ସାବରମତୀର ସନ୍ଥ ଓ ଅହିଂସାର ଉପାସକ । ମାନବ ଚେତନାର ବିକାଶରେ ତାଙ୍କ ଅବଦାନ ଅତୁଳନୀୟ । ଗାନ୍ଧିଜୀଙ୍କ ନେତୃତ୍ୱ କେବଳ ଭାରତବର୍ଷକୁ ସ୍ଵାଧୀନତା ପ୍ରଦାନ କରିଥିଲା ତାହା ନୁହେଁ, ଅନେକ ପରାଧୀନ ଏସୀୟ ଓ ଆଫ୍ରିକୀୟ ଦେଶକୁ…
Read More...

ପିଏମ୍‌ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟ ଆର୍‌ଇସି କ୍ୟାମ୍ପସରେ ଗାନ୍ଧୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ପିଏମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ଗାନ୍ଧୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳନ କରାଯାଇଛି । ଏଥିରେ ସମସ୍ତ ଛାତ୍ରଛାତ୍ରୀଙ୍କ ସମେତ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ଦ୍ୱାରା ପୂଜନ ଓ ଆଲୋଚନା ଚକ୍ର ଅନୁଷ୍ଠିତ କରାଯାଇଥିଲା । ଏଥିରେ ବିଦ୍ୟାଳୟର ପ୍ରଧାନ…
Read More...

ଛତ୍ରପୁର ଠାରେ ଗଞ୍ଜାମ ଜିଲ୍ଲାସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଜାତିର ଜନକ ମହାତ୍ମା ଗାନ୍ଧୀ ଓ ଲାଲବାହାଦୂର ଶାସ୍ତ୍ରୀଙ୍କ ଜୟନ୍ତୀ ଅବସରରେ ଶୁକ୍ରବାର ସକାଳେ ଛତ୍ରପୁର ରିଜର୍ଭ ପୋଲିସ ପ୍ୟାରେଡ୍ ପଡ଼ିଆ ସମ୍ମୁଖସ୍ଥ ଶିଶୁ ଉଦ୍ୟାନରେ ‘ଆମ ଗଞ୍ଜାମ, ସ୍ୱଚ୍ଛ ଗଞ୍ଜାମ’ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ଏହି…
Read More...

ଶିଶୁ ବିଦ୍ୟାମନ୍ଦିରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ପାଳିତ

ବ୍ରହ୍ମପୁର, ( କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ସହରାଞ୍ଚଳର ଶ୍ରୀରାମନଗରରେ ଅବସ୍ଥାପିତ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବର୍ଣ୍ଣାଢ଼୍ୟ ସମାରୋହରେ ପାଳିତ ହୋଇଯାଇଛି । ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ଅତି ଉତ୍ସାହର ଉଦ୍ଦୀପନା…
Read More...

ଛତ୍ରପୁର ମେଇନ୍ ରୋଡ଼ ରାଜସ୍ଥାନ ମିଠା ଦୋକାନରେ ଅଗ୍ନିକାଣ୍ଡ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଛତ୍ରପୁର ମେଇନ୍ ରୋଡ଼ ମୁଖ୍ୟବଜାରରେ ଏକ ଭୟାଭୟ ଅଗ୍ନିକାଣ୍ଡ ଘଟି ପ୍ରାୟ ୮ଲକ୍ଷ ଟଙ୍କାରୁ ଉର୍ଦ୍ଧ୍ବ ସମ୍ପତ୍ତି ଜଳିପୋଡି ପାଉଁଶ ହୋଇଯାଇଛି । ଘଟଣାଟି ଏକ ପ୍ରସିଦ୍ଧ ରାଜସ୍ଥାନ ସ୍ୱିଟ୍-କମ୍ ବେକରୀ ଦୋକାନରେ ନିଆଁ ଲାଗି ଯାଇଥିଲା । ସର୍ଟ-ସର୍କିଟ…
Read More...