ବଲାଙ୍ଗିର ସଦରମହକୁମା ଠାରେ ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳନ
ବଲାଙ୍ଗିର, (କେପିଏନ୍ଏସ୍) : ଆଜି ବଲାଙ୍ଗିର ସଦରମହକୁମା ଠାରେ ଜିଲ୍ଲାସ୍ତରୀୟ ଗାନ୍ଧୀଜୀ ଓ ଶାସ୍ତ୍ରୀଜୀ ଜୟନ୍ତୀ ପାଳନ ହୋଇଥିଲା । କାର୍ଯ୍ୟକ୍ରମ ପ୍ରାରମ୍ଭରେ, ଗାନ୍ଧୀ ଭବନ ସମ୍ମୁଖସ୍ଥ ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଥିଲା ଜିଲ୍ଲାପରିଷଦ ଅଧ୍ୟକ୍ଷା ଦେବକୀ!-->…
Read More...
Read More...