ସଂସ୍କୃତ ଶିକ୍ଷକ ଗୁପ ସାହୁଙ୍କୁ ଅବସର କାଳୀନ ସମ୍ବର୍ଦ୍ଧନା
ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ରାଜବୋରସମ୍ବର ବ୍ଲକ ଅନ୍ତର୍ଗତ ଦୀପ୍ତିପୁର ସରକାରୀ ଉଚ୍ଚ ବିଦ୍ୟାଳୟର ସଂସ୍କୃତ ଶିକ୍ଷକ ଗୁପ ସାହୁ ଆଜି ସରକାରୀ ଚାକିରୀରୁ ଅବସର ଗ୍ରହଣ କରିଛନ୍ତି । ଦୀର୍ଘ ୩୮ ବର୍ଷ ଶିକ୍ଷକତା କରି ସେ ଅନେକ ଛାତ୍ରଛାତ୍ରୀଙ୍କ ଉଜ୍ଜ୍ୱଳ ଭବିଷ୍ୟତ ଗଠନ!-->…
Read More...
Read More...