ୱାଇ.ଏମ.ଏଫ.ଆଇ ପକ୍ଷରୁ ପହଲଗାମ ମୃତକଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ
ରାଉରକେଲା, (ସସ୍ମିତା ପ୍ରଧାନ) : ୱାଇ.ଏମ.ଏଫ.ଆଇ ପକ୍ଷରୁ ଗତ ସପ୍ତାହରେ ଜାମ୍ମୁ କାଶ୍ମୀରର ପହଲଗ୍ରାମରେ ଆତଙ୍କବାଦୀ ଆକ୍ରମଣରେ ମୃତ୍ୟୁ ବରଣ କରିଥିବା ସମସ୍ତ ନିରୀହ ପର୍ଯ୍ୟଟକଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା । ଏହି ଶ୍ରଦ୍ଧାଞ୍ଜଳି ସଭାରେ ଅନ୍ତର୍ଜାତୀୟ ମାନବାଧିକାର କାଉନସିଲର!-->…
Read More...
Read More...