ବୁରୋମୁଣ୍ଡା ଗ୍ରାମରେ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ଓ ବିଗ୍ରହ ସ୍ଥାପନ
ପଦ୍ମପୁର, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ପଦ୍ମପୁର ଉପଖଣ୍ଡ ଗାଇସିଲେଟ ବ୍ଲକ ବୁରୋମୁଣ୍ଡା ଠାରେ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ଓ ବିଗ୍ରହ ସ୍ଥାପନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଶୁଭସ୍ତମ୍ଭ ସ୍ଥାପନ, ଅଙ୍କୁରାରୋପଣ, ଗଙ୍ଗା ନିମନ୍ତ୍ରଣ, କଳସ ଯାତ୍ରା, ପାରାୟଣ ପଠନ, ୨୪!-->…
Read More...
Read More...