ହିନ୍ଦୁ ଏକତା ମଞ୍ଚ ପକ୍ଷରୁ ଉପଜିଲ୍ଲାପାଳଙ୍କୁ ଦାବିପତ୍ର ପ୍ରଦାନ
ପଦ୍ମପୁର, (ନିରୋଜ କୁମାର ପାଣୀ) : ଜମ୍ମୁ କାଶ୍ମୀରର ପର୍ଯ୍ୟଟନସ୍ଥଳ ପହଲଗାମ ଠାରେ ଅପରାହ୍ନରେ ସ୍ପଷ୍ଟ ଦିବା ଲୋକରେ ପର୍ଯ୍ୟଟକଙ୍କ ଉପରେ ଆକ୍ରୋସ ମୂଳକ ଭାବେ ତାଙ୍କର ଧାର୍ମିକ ପରିଚୟ ପଚାରି ଏବଂ ତାପରେ ଗୁଳି ଚଳାଇ ନିର୍ମମ ହତ୍ୟା କରିଥିଲେ ଆତଙ୍କବାଦୀ । ଏହି ପରି ପ୍ରାୟୋଜିତ ଆତଙ୍କବାଦ!-->…
Read More...
Read More...