ଗଞ୍ଜାମ ଜିଲ୍ଲାପାଳଙ୍କ ଜନ ଅଭିଯୋଗ ଶୁଣାଣି
ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଆସନ୍ତା ତା୨୮.୪.୨୫ରିଖ ବ୍ରହ୍ମପୁର ଉପଜିଲ୍ଲାପାଳ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷରେ ଆୟୋଜନ ହେବ । ଏହା ସକାଳ ୭ ଘଟିକାରୁ ଆରମ୍ଭ ହୋଇ ୧୦ ଘଟିକା ପର୍ଯ୍ୟନ୍ତ ଚାଲିବ । ସୂଚନା!-->…
Read More...
Read More...