ଜିଲ୍ଲା ସ୍ୱାସ୍ଥ୍ୟ ସମିତି ପକ୍ଷରୁ ବିଶ୍ୱ ରକ୍ତ ଶିକୁଳି ସଚେତନତା ଦିବସ ପାଳିତ
ବାରିପଦା, (ଦେବସ୍ମିତ ଚୌଧୁରୀ) : ଆଜି ବାରିପଦାଠାରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ କିଶୋର କୁମାର ଆଚାର୍ଯ୍ୟଙ୍କ ଅଧ୍ୟକ୍ଷତାରେ ବିଶ୍ଵ ରକ୍ତ ଶିକୁଳି ସଚେତନତା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ତରଫରୁ ଏକ ସଚେତନତା ସଭାର ମଧ୍ୟ ଆୟୋଜନ!-->…
Read More...
Read More...