ପାଞ୍ଚଗାଁରୁ ଅପହୃତ ନାବାଳକ ନିରାକାରପୁର ଅଞ୍ଚଳରୁ ଉଦ୍ଧାର

ଭୁବନେଶ୍ୱର : ଭୁବନେଶ୍ୱର ଏୟାରଫିଲ୍ଡ ଥାନା ପାଞ୍ଚଗାଁରୁ ଅପହୃତ ନାବାଳକ ଉଦ୍ଧାର । ଖୋର୍ଦ୍ଧା ନିରାକାରପୁର ଅଞ୍ଚଳରୁ ଅପହୃତ ନାବାଳକ ସୁରକ୍ଷିତ ଉଦ୍ଧାର ହୋଇଛି । ଘଟଣାରେ ସମ୍ପୃକ୍ତ ସମସ୍ତ ୭ ଜଣଙ୍କୁ ଗିରଫ ନେଇ ପୋଲିସ କମିଶନର ସୂଚନା ଦେଇଛନ୍ତି । ନାବାଳକଙ୍କ ବାପାଙ୍କଠୁ ଜମି ବିକା ଟଙ୍କା
Read More...

ରିକାପଲ୍ଲୀ ଗେଟ୍ ବନ୍ଧ ପାର୍ଶ୍ଵସ୍ଥ ଜମି ଜଣେ ପଟ୍ଟା କରି ନେଇଥିବା ନେଇ ଉତ୍ତେଜନା

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ରିକାପଲ୍ଲୀ ଗେଟ୍ ବନ୍ଧ ପାର୍ଶ୍ଵବର୍ତ୍ତୀ ସ୍ଥାନରେ ଥିବା ଏକ ଗାଡ଼ିଆ ଜଳାଶୟକୁ ଜଣେ ବ୍ୟକ୍ତିଗତ ଭାବେ ଜମିପଟ୍ଟା କରି ନେଇଥିବା ଅଭିଯୋଗ ହୋଇଛି । ଏଭଳି ଏକ ଚାପା ଉତ୍ତେଜନା ବହୁ ପୂର୍ବରୁ ଲାଗି ରହିଥିବାର କୁହାଯାଏ । କିନ୍ତୁ ଆଜି ସେହି ପୋଖରୀ
Read More...

ଓଡ଼ିଶା ଲେଖିକା ସଂସଦର ୩୨ତମ ବାର୍ଷିକ ଉତ୍ସବ

ସମ୍ମାନିତ ହେଲେ ଗାଳ୍ପିକା କଳ୍ପନା ରଥ କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଓଡ଼ିଶା ଲେଖିକା ସଂସଦର ୩୨ତମ ବାର୍ଷିକ ଉତ୍ସବ ଭୁବନେଶ୍ୱର ସ୍ଥିତ ଜୟଦେବ ଭବନ ଠାରେ ଅନୁଷ୍ଠିତ ହୋଇଥିଲା । ଉକ୍ତ କାର୍ଯ୍ୟକ୍ରମକୁ ମାନ୍ୟବର ବାଚସ୍ପତି ସୁରମା ପାଢ଼ୀ ଉଦଘାଟନ କରିଥିଲେ । ଉପ
Read More...

ରାଜଯୋଗିନୀ ଦାଦି ବି.କେ ରତନ ମୋହିନୀଙ୍କ ଦ୍ୱାଦଶାହ ସ୍ମୁତି ଦିବସ ପାଳିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ଵବିଦ୍ୟାଳୟ ଛତ୍ରପୁର ଶାଖା ଶାନ୍ତି ଅନୁଭୂତି ଭବନ କେନ୍ଦ୍ରରେ ସ୍ନେହମୟୀ କରୁଣାମୟୀ ସାକ୍ଷାତ ସାକାର ଅବତାରୀ ରାଜଯୋଗିନୀ ବ୍ରହ୍ମାକୁମାରୀ ଦାଦି ବି.କେ ରତନ ମୋହିନୀଙ୍କ ଦ୍ୱାଦଶାହ ସ୍ମୁତି ଦିବସ ପାଳିତ
Read More...

ଆସନ୍ତା ମଇ ୧୦ ତାରିଖରେ ବଲାଙ୍ଗିର ଜିଲ୍ଲାର ବିଭିନ୍ନ ଅଦାଲତରେ ରାଷ୍ଟ୍ରୀୟ ଲୋକ ଅଦାଲତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆସନ୍ତା ମଇ ୧୦ ତାରିଖରେ ବଲାଙ୍ଗିର ଜିଲ୍ଲା ର ବିଭିନ୍ନ ଅଦାଲତ ଯଥା ବଲାଙ୍ଗିର, ପାଟଣାଗଡ, ଟିଟିଲାଗଡ, କଣ୍ଟାବାଞ୍ଜି ,ଲୋଇସିଂହା, ସଇଁତଳା, ମୁରିବାହାଲ ଓ ବଙ୍ଗୋମୁଣ୍ଡା ଅଦାଲତ ପରିସରରେ ଚଳିତ ବର୍ଷର ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହେବ ।
Read More...

ଜିଲ୍ଲାସ୍ତରୀୟ ପୋଷଣ ପକ୍ଷ ପାଳିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ବାରିପଦା ଜିଲ୍ଲା ସମାଜ ମଙ୍ଗଳ କାର୍ଯ୍ୟାଳୟ ଆନୁକୂଲ୍ୟରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷ ଠାରେ ଆଜି ଜିଲ୍ଲା ସ୍ତରୀୟ ପୋଷଣ ପକ୍ଷ-୨୦୨୫ ପାଳିତ ହୋଇଯାଇଛି । ଜିଲ୍ଲା ସମାଜ ମଙ୍ଗଳ ଅଧିକାରିଣୀ ନିହାରିକା ମହାନ୍ତିଙ୍କ ତତ୍ୱାବଧାନରେ
Read More...

ଆତ୍ମ ସୁରକ୍ଷା ଶିକ୍ଷଣ କର୍ମଶାଳା ଉଦ୍‌ଯାପିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସ୍ଥାନୀୟ ମହିଳା ସ୍ନାତକ ମହାବିଦ୍ୟାଳୟ ପରିସରରେ ଦଶ ଦିବସୀୟ ମହିଳା ଆତ୍ମ ସୁରକ୍ଷା ଶିକ୍ଷଣ କାର୍ମଶାଳା ଉଦ୍‌ଯାପିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷା କଳ୍ପନାରଣୀ ନାଥଙ୍କ ସଭାପତିତ୍ଵରେ ଏପ୍ରିଲ୍ ୦୨ତାରିଖରେ ଆନୁଷ୍ଠାନିକ ଭାବରେ ଶିବିରଟି
Read More...

ବ୍ଲକସ୍ତରୀୟ ପୋଷଣ ପାଖୁଡା କାର୍ଯ୍ୟକ୍ରମ

ଆଗଲପୁର, (ବିମଳେନ୍ଦୁ ସାହୁ) : ଆଗଲପୁର ବ୍ଲକ ଝରଣୀପାଲି ପଂଚାୟତ କନଫରେନ୍ସ ହଲ ଠାରେ ଶିଶୁ ବିକାଶ ପ୍ରକଳ୍ପ ଦ୍ୱାରା ବ୍ଲକସ୍ତରୀୟ ପୋଷଣ ପାଖୁଡା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ଶୁଭଶ୍ରୀ ମିଶ୍ରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉକ୍ତ କାର୍ଯ୍ୟକ୍ରମରେ
Read More...

ଓକ୍ଟାର ବାର୍ଷିକ ଉତ୍ସବରେ ବିଦ୍ୟା ଷ୍ଟଡ଼ି ପଏଣ୍ଟ ସମ୍ମାନିତ

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡ଼ିଶା କୋଚିଂ ଏକାଡ଼େମୀ ସଂଘ (ଓକ୍ଟା)ର ବାର୍ଷିକ ଉତ୍ସବ ଭୁବେନେଶ୍ୱର ସ୍ଥିତ ସୋଆ ସ୍କୁଲ ଅଫ ହୋଟେଲ ମ୍ୟାନେଜମେଂଟ ପ୍ରେକ୍ଷାଳୟରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ସାରନଗରୀ ସ୍ଥିତ ବିଦ୍ୟା ଷ୍ଟଡ଼ି ପଏଂଟ କୋଚିଙ୍ଗ୍ ସେଂଟରକୁ ସମ୍ମାନିତ କରାଯାଇଥିଲ ।
Read More...

ଉଦିତନଗର ସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ଉତ୍ସବ ଆସନ୍ତା ୨୭ରୁ ୩୦

ରାଉରକେଲା, (ସସ୍ମିତା ପ୍ରଧାନ) : ଉଦିତନଗର ସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ଉତ୍ସବ ଆସନ୍ତା ଏପ୍ରିଲ ୨୭ ତାରିଖରୁ ୩୦ ତାରିଖ ପର୍ଯ୍ୟନ୍ତ ହେବ ବୋଲି ମନ୍ଦିର ପରିସରରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦିଆଯାଇଛି । ଏନେଇ ପରିଚାଳନା କମିଟି ପଞ୍ଚଦେବ କଲଚରାଲ ଟ୍ରଷ୍ଟ ପକ୍ଷରୁ
Read More...