ତୁରେକେଲା କ୍ଲଷ୍ଟରରେ ପୃଥିବୀ ଦିବସ ପାଳିତ
କଣ୍ଟାବାଞ୍ଜି, (କେପିଏନ୍ଏସ୍) : ତୁରେକେଲା ଆଞ୍ଚଳିକ ସାଧନ କେନ୍ଦ୍ର ତୁରେକେଲା ଅନ୍ତର୍ଗତ ବିଭିନ୍ନ ବିଦ୍ୟାଳୟରେ ପୃଥିବୀ ଦିବସ ପାଳିତ ହୋଇଥିଲା । ତୁରେକେଲା ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ ତଥା ପ୍ରକୃତି ବନ୍ଧୁ ବିରଞ୍ଚି ନାରାୟଣ ଦାଶଙ୍କ ତତ୍ତ୍ୱାବଧାନରେ ବ୍ଲକ କଲୋନୀ ପ୍ରାଥମିକ!-->…
Read More...
Read More...