ଗ୍ରୀଷ୍ମକାଳୀନ ଫୁଟବଲ ଓ କବାଡି ପ୍ରଶିକ୍ଷଣ ଶିବିର ଆସନ୍ତା ୨୮ରୁ
ରାଉରକେଲା, (ସସ୍ମିତା ପ୍ରଧାନ) : କଳିଙ୍ଗ ସ୍ପୋର୍ଟସ ଫେଡେରେସନ, ରାଉରକେଲା ଗ୍ରୀଷ୍ମକାଳୀନ ଫୁଟବଲ ଓ କବାଡି ପ୍ରଶିକ୍ଷଣ ଶିବିର ଉଭୟ ପୁଅ ଓ ଝିଅଙ୍କ ପାଇଁ ଆରମ୍ଭ କରିବାକୁ ଯାଉଛି । ଏହି ଶିବିର ଏପ୍ରିଲ ମାସ ୨୮ ତାରିଖରେ ଉଦିତ ନଗର ସ୍ଥିତ ମିନି ଷ୍ଟାଡିୟମଠାରେ ଭୋର ୫ଟା ୪୫ ମିନିଟରେ!-->…
Read More...
Read More...