ଜିଲ୍ଲାର ଜଙ୍ଗଲ ଜମିକୁ ମାଡି ବସିଛନ୍ତି ଶିଳ୍ପନୁଷ୍ଠାନ, ବିଧାନସଭା ଷ୍ଟାଣ୍ଡିଙ୍ଗ କମିଟିକୁ ଦାବିପତ୍ର ଦେଲେ ରେଙ୍ଗାଲି…

ରାଉରକେଲା/ଝାରସୁଗୁଡା, (ସସ୍ମିତା ପ୍ରଧାନ) : ଝାରସୁଗୁଡା ଓ ସମ୍ବଲପୁର ଜିଲ୍ଲାରେ ଥିବା ଶିଳ୍ପନୁଷ୍ଠାନ ଗୁଡିକ ବେଆଇନ ଭାବେ ଜଙ୍ଗଲ ଜମିକୁ ମାଡି ବସିଥିବା ଏବଂ ଏହା ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ରେଙ୍ଗାଲି ବିଧାୟକ ସୁଦର୍ଶନ ହରିପାଲ ବିଧାନସଭା ଷ୍ଟାଣ୍ଡିଙ୍ଗ କମିଟିକୁ ମଙ୍ଗଳବାର
Read More...

ଡୁଡୁମା କଲୋନୀରେ ଯାତ୍ରୀବାହୀ ବସ୍ ରହଣୀ ସ୍ଥଳ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ଦ୍ଵାରା ଶୁଭ ଉଦଘାଟନ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ବାଣିଜ୍ୟ ଓ ପରିବହନ, ଖଣି ଓ ଇସ୍ପାତ ମନ୍ତ୍ରୀ ବିଭୂତି ଭୂଷଣ ଜେନା ସ୍ଥାନୀୟ ଡୁଡୁମା କଲୋନୀସ୍ଥିତ ଯାତ୍ରୀବାହୀ ଯାନ ରହଣି ସ୍ଥଳର ଶୁଭ ଉଦଘାଟନ କରିଛନ୍ତି । ଉଦଘାଟନ ସମୟରେ ବ୍ରହ୍ମପୁର ବିଧାୟକ କେ ଅନିଲ କୁମାର, ବ୍ରହ୍ମପୁର ମହାନଗର ନିଗମର ମେୟର
Read More...

ନାଳନ୍ଦା ଶ୍ରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଜିଲ୍ଲା ଆର୍ଥିକ ଅନ୍ତର୍ଭୁକ୍ତି ଏବଂ ସାକ୍ଷରତା ଶିବିର ଆୟୋଜିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ସ୍ଥିତ ନାଳନ୍ଦା ଶ୍ରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଅତିରିକ୍ତ ଜିଲ୍ଲାପାଳ ସୁନୀଲ କୁମାର କେର୍କେଟାଙ୍କ ଅଧ୍ୟକ୍ଷତାରେ ଆଜି ପୂର୍ବାହ୍ନରେ ଜିଲ୍ଲା ଆର୍ଥିକ ଅନ୍ତର୍ଭୁକ୍ତି ଏବଂ ସାକ୍ଷରତା ଶିବିର ଆୟୋଜିତ ହୋଇଯାଇଛି । ଶିବିରରେ
Read More...

ଡକାୟତି ଯୋଜନା ପଣ୍ଡ କଲା ସୋନପୁର ପୁଲିସ : ୨ ବନ୍ଧୁକ, ବୋମା ଓ ଛୁରୀ ଜବତ ସହ ୩ ଯୁବକ ଗିରଫ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଗତକାଲି ସନ୍ଧ୍ୟା ସମୟରେ ସୋନପୁର ସହରର କୌଣସି ଏକ ବଡ଼ ବ୍ୟବସାୟ ପ୍ରତିଷ୍ଠାନରେ ଡକାୟତି ଉଦ୍ଦେଶ୍ୟରେ ୫-୬ ଜଣ ସନ୍ଦିଗ୍ଧ ବ୍ୟକ୍ତି ଯୋଜନା କରୁଥିବା ସୋନପୁର ଥାନାକୁ ବିଶ୍ୱସ୍ତ ସୂତ୍ରରୁ ଖବର ମିଳିଥିଲା । ବନ୍ଧୁକ ଓ ବିଭିନ୍ନ ମାରଣାସ୍ତ୍ର ଧରି
Read More...

୨୦୨୭ ଜନଗଣନା ପାଇଁ ଜିଲ୍ଲା ସ୍ତରୀୟ ଜନଗଣନା ଅଧିକାରୀଙ୍କ ସମୀକ୍ଷା ଓ ପ୍ରଶିକ୍ଷଣ

ଏପ୍ରିଲ ୧୬ ରୁ ମେ ୧୫ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟରେ ଗୃହତାଲିକା ଓ ଗୃହ ଗଣନା କାର୍ଯ୍ୟ ଆରମ୍ଭ ହେବ । ବାରିପଦା, (ଦେବସ୍ମିତ ଚୌଧୁରୀ) : ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷ ଠାରେ ଅତିରିକ୍ତ ଜିଲ୍ଲାପାଳ ଦୁଃଖବନ୍ଧୁ ନାୟକଙ୍କ ଅଧ୍ୟକ୍ଷତାରେ ୨୦୨୭ ଜନଗଣନା ପାଇଁ ଜିଲ୍ଲା ସ୍ତରୀୟ ଜନଗଣନା
Read More...

ବିନିକାରେ ଗୋଷ୍ଠୀ ସଂଘର୍ଷ : ଜଣେ ମୃତ, ଦୁଇ ଗୁରୁତର

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ସୁବର୍ଣ୍ଣପୁର ଜିଲ୍ଲା ବିନିକାରେ ଗୋଷ୍ଠୀ ସଂଘର୍ଷ । ଗତକାଲି ବିଳମ୍ବିତ ରାତିରେ ବିନିକାର ନୂଆପଡ଼ା ଓ ହରିଜନପଡ଼ା ମଧ୍ୟରେ କୌଣସି କାରଣରୁ ବଚସା ହୋଇଥିଲା ଓ ପରେ ଗୋଷ୍ଠୀ ସଂଘର୍ଷରେ ପରିଣତ ହୋଇଥିଲା । ଫଳରେ ବିନିକା ନୂଆପଡ଼ାର ଶମ୍ଭୁ ମେହେର ନାମକ
Read More...

ସୃଷ୍ଟି କଳାକେନ୍ଦ୍ରର ପ୍ରତିଷ୍ଠା ଦିବସରେ ଚିତ୍ରକଳା କାର୍ଯ୍ୟକ୍ରମ

ବାରିପଦା, (ଦେବସ୍ମିତ ଚୌଧୁରୀ) : ବାରିପଦା ନିକଟସ୍ଥ ମଞ୍ଚବନ୍ଧା ଆମ୍ବବାଗାନ ପରିସରରେ ସୃଷ୍ଟି କଳାକେନ୍ଦ୍ରର ପ୍ରତିଷ୍ଠା ଦିବସ ପାଳନ ଅବସରରେ କୁନିକୁନି ଶିଶୁମାନଙ୍କୁ ନେଇ ଏକ ଚିତ୍ରକଳା ଶିବିର ଅନୁଷ୍ଠିତ ହୋଇଯାଇଛି । କଳାକେନ୍ଦ୍ରର ପ୍ରତିଷ୍ଠାତ୍ରୀ ସ୍ମୃତି ନିବେଦିତା ମହାନ୍ତଙ୍କ
Read More...

୨ୟ ବାର୍ଷିକ ଜଗନ୍ନାଥ ମିସ୍ତ୍ରୀ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ବାରିପଦା, (ଦେବସ୍ମିତ ଚୌଧୁରୀ) : ମୟୂରଭଞ୍ଜ ଫୁଟବଲ ଇତିହାସର ପୂର୍ବ ଗୌରବ ଫେରାଇ ଆଣିବା ଉଦ୍ଦେଶ୍ୟରେ ଫୁଟବଲର କିମ୍ବଦନ୍ତୀ ପୁରୁଷ ଜଗନ୍ନାଥ ମିସ୍ତ୍ରୀଙ୍କ ସ୍ମୃତିରେ ୨ୟ ବାର୍ଷିକ ଜଗନ୍ନାଥ ମିସ୍ତ୍ରୀ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟର ପ୍ରସ୍ତୁତି ବୈଠକ ସ୍ଥାନୀୟ ମଧୁବନ ପଡିଆରେ ବିଶିଷ୍ଟ
Read More...

ୟୁଜିସି ରେଗୁଲେସନ୍ ପ୍ରତ୍ୟାହାର ଦାବିରେ ବ୍ରାହ୍ମଣ ସମାଜ କଳାହାଣ୍ଡିର ବିକ୍ଷୋଭ

ଭବାନୀପାଟଣା, (କେପିଏନ୍‌ଏସ୍‌) : ଭାରତର ଉଚ୍ଚ ଶିକ୍ଷା କ୍ଷେତ୍ରର ସର୍ବୋଚ୍ଚ ସଂସ୍ଥା ୟୁଜିସି ଦ୍ଵାରା ୨୦୨୬ ମସିହାରେ କରାଯାଇଥିବା ଅଧିନିୟମର ପ୍ରତ୍ୟାହାର ଦାବି କରି ବ୍ରାହ୍ମଣ ସମାଜ କଳାହାଣ୍ଡି ପକ୍ଷରୁ ଜିଲ୍ଲାପାଳଙ୍କ ଆବାସିକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯିବା ସହ
Read More...

ତ୍ରିଦିବସୀୟ ଫୁଟବଲ ପ୍ରତିଯୋଗତା ଉଦଯାପିତ : ଖରମୁଣ୍ଡା ଦଳ ଚାମ୍ପିଅନ ଘୋଷିତ

ଆଗଲପୁର, (ସୁଶିଳ କୁମାର ମିଶ୍ର) : ଆଗଲପୁର ବ୍ଲକ ନଅଗାଁ(ଖ) ପଞ୍ଚାୟତ ଅନ୍ତର୍ଗତ ତେନ୍ତୁଳିଖୁଣ୍ଟି ଖେଳ ପଡିଆରେ ଅନୁଷ୍ଠିତ ତ୍ରିଦିବସୀୟ ଫୁଟବଲ ପ୍ରତିଯୋଗତା ଉଦଯାପିତ ହୋଇଯାଇଛି । ଉଦଯାପନି ଖେଳରେ ଚାଷି ଯୁବନେତା ଆକାଶ ମିଶ୍ର, ଲୋଇସିଂହା ବନବିଭାଗ ରେଞ୍ଜର ଆନନ୍ଦ ଵିଶି, ଝାରଵନ୍ଧଲି
Read More...