ଲୋଇସିଂହା ବ୍ଲକ କୁମ୍ଭାର ସମାଜର ନୂତନ କର୍ମକର୍ତ୍ତା ନିର୍ବାଚନ
ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ସଂଘର ଆହ୍ୱାନ କ୍ରମେ ଲୋଇସିଂହା ବ୍ଲକ ପଣ୍ଡରାଣୀ ଗ୍ରାମଠାରେ ବୈଠକ ଜିଲ୍ଲା ସଂଘ ସଂପାଦକ ଅନିଲ କୁମାର ରଣାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା । ଜିଲ୍ଲା ସଂଘର ବିଭିନ୍ନ କାର୍ଯ୍ୟକ୍ରମ ଯଥା କୁମ୍ଭାର ସମାଜର ସମସ୍ତ ଛାତ୍ରଛାତ୍ରୀଙ୍କୁ!-->…
Read More...
Read More...