ଫୁଲବାଣୀ ମେଡିକାଲ କଲେଜ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ : ଚଳିତ ଶିକ୍ଷା ବର୍ଷରୁ ଆରମ୍ଭ ହେବ ପାଠପଢା
କନ୍ଧମାଳ, (ସୁରେନ୍ଦ୍ର କୁମାର ପାଣିଗ୍ରାହୀ) : ବହୁ ପ୍ରତୀକ୍ଷିତ ଫୁଲବାଣୀ ସରକାରୀ ଭେଷଜ ମହାବିଦ୍ୟାଳୟ ଓ ହସ୍ପିଟାଲ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଶନିବାର ଦିନ ପ୍ରାୟ ୧୧ଟା ବେଳେ ମୁଖ୍ୟମନ୍ତ୍ରୀ ମାଦିକୁନ୍ଦାସ୍ଥିତ ରିଜର୍ଭ ପଡ଼ିଆରେ ପହଞ୍ଚିଥିଲେ । ଏହାପରେ ଫୁଲବାଣୀ ସହର!-->…
Read More...
Read More...