ଟେମରୀ ଗ୍ରାମ ପଞ୍ଚାୟତରେ ମାଗଣା ସ୍ୱାସ୍ଥ୍ୟ ଶିବିର

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ସବଡ଼ିଭିଜନ ଅନ୍ତର୍ଗତ ପାଇକମାଲ ବ୍ଲକର ଟେମରୀ ଗ୍ରାମ ପଞ୍ଚାୟତରେ ଅନୁଷ୍ଠିତ ହୋଇଛି ମାଗଣା ସ୍ୱାସ୍ଥ୍ୟ ଶିବିର । ମୂରଲୀକ୍ରିଷ୍ଣା ଫାଉଣ୍ଡେସନ କ୍ରିଷ୍ଣା ବିକାଶ ହସ୍ପିଟାଲ୍ ଓ ଟେମରୀ ଗ୍ରାମ ପଞ୍ଚାୟତର ମିଳିତ ଆନୁକୂଲ୍ୟରେ ଅନୁଷ୍ଠିତ ମାଗଣା…
Read More...

ଶିଶୁର ସାମଗ୍ରିକ ବିକାଶ ସୁନିଶ୍ଚିତ ହେଲେ ହିଁ ବିକଶିତ ଓଡ଼ିଶାର ଲକ୍ଷ୍ୟ ସାକାର ହେବ : ବବିତା ପାତ୍ର

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : “ଶିଶୁ ହସିଲେ ଦେଶ ହସିବ, ଆଜିର ଶିଶୁ ଆସନ୍ତାକାଲିର ଭବିଷ୍ୟତ ।” ଶିଶୁମାନଙ୍କ ସୁରକ୍ଷା, ଶିକ୍ଷା, ସ୍ୱାସ୍ଥ୍ୟ, ପୋଷଣ ଓ ସାମଗ୍ରିକ ବିକାଶକୁ ଗ୍ରାମ ପଞ୍ଚାୟତ ବିକାଶ ଯୋଜନାରେ ପ୍ରାଥମିକତା ଦେଇ ଶିଶୁ ଅନୁକୂଳ ପଞ୍ଚାୟତ ଗଠନ ଦିଗରେ ଗଞ୍ଜାମ…
Read More...

କବିବର ରାଧାନାଥ ରାୟଙ୍କ ଜୟନ୍ତୀ ପାଳିତ

ଓଡ଼ିଆ ସାହିତ୍ୟରେ ରାଧାନାଥଙ୍କ ଅବଦାନ ଅତୁଳନୀୟ : ଆଲୋଚକ ବାଲିଗୁଡ଼ା, (ସଞ୍ଜୟ କୁମାର ପାଣିଗ୍ରାହୀ) : ଅଖିଳ ଭାରତୀୟ ସାହିତ୍ୟ ପରିଷଦ ସୌଜନ୍ୟରେ ଏବଂ ଶାଳବଣ ସାହିତ୍ୟ ସଂସଦର ସଂଯୋଜନାରେ ବାଲିଗୁଡ଼ା ସ୍ଥିତ ବରିଷ୍ଠ ନାଗରିକ ସଂଘ କାର୍ଯ୍ୟାଳୟ ଠାରେ କବିବର ରାଧାନାଥ ରାୟଙ୍କ ଜୟନ୍ତୀ…
Read More...

ବେଟି ବଚାଓ ବେଟି ପଢ଼ାଓ ଯୋଜନାରେ ମୁରିବାହାଲ ବ୍ଲକସ୍ତରୀୟ ଯୁବ ସମ୍ମିଳନୀ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ପଞ୍ଚାୟତ ସମିତି ସ୍ନାତକ ମହାବିଦ୍ୟାଳୟ ପରିସରରେ ମଙ୍ଗଳବାର ବେଟି ବଚାଓ ବେଟି ପଢ଼ାଓ ଯୋଜନା ଅନ୍ତର୍ଗତ ବ୍ଲକସ୍ତରୀୟ ଯୁବ ସମ୍ମିଳନୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ସରୋଜ କୁମାର…
Read More...

ଜଳ ନିରାପତ୍ତା ଓ ସରକାରୀ ଯୋଜନା ଗୁଡିକର ସଫଳ ରୂପାୟନ ନିମନ୍ତେ ଗ୍ରାମ ପଞ୍ଚାୟତ ସ୍ତରୀୟ ସମନ୍ୱୟ ମେଳା ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ଟୁପାଉଡ଼ାର ଗ୍ରାମ ପଞ୍ଚାୟତ ସଦର ଖେଳପଡିଆଠାରେ "ଜଳ ନିରାପତ୍ତା ଓ ସରକାରୀ ଯୋଜନାଗୁଡିକର ସଫଳ ରୂପାୟନ" ନିମନ୍ତେ ଟୁପାଉଡାର ଗ୍ରାମ ପଞ୍ଚାୟତ ସ୍ତରୀୟ ଏକ ସମନ୍ୱୟ ମେଳା ଜନମୁକ୍ତି ଅନୁଷ୍ଠାନ ଓ ଗ୍ରାମ ବିକାଶ…
Read More...

ବିନ୍ଧ୍ୟବାସିନୀ ସ୍ନାତକ ମହାବିଦ୍ୟାଳୟରେ ସ୍ୱାଗତ ସମ୍ବର୍ଦ୍ଧନା ସମାରୋହ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବିନ୍ଧ୍ୟବାସିନୀ ସ୍ନାତକ ମହାବିଦ୍ୟାଳୟରେ ଅଧ୍ୟକ୍ଷ ଲୋହିତ କୁମାର ବାରିକଙ୍କ ତତ୍ତ୍ଵାବଧାନରେ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ ମହାଆନନ୍ଦର ସହକାରେ ପାଳିତ ହୋଇଯାଇଛି । ମହାବିଦ୍ୟାଳୟରେ ରାଜନୀତି ବିଜ୍ଞାନ, ଶିକ୍ଷା, ଓଡ଼ିଆ,…
Read More...

ଉପଖଣ୍ଡ ସ୍ତରୀୟ ୭୨ତମ ବନ୍ୟପ୍ରାଣୀ ସପ୍ତାହ ପାଳନ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ବନଖଣ୍ଡ ପକ୍ଷରୁ ଉପଖଣ୍ଡ ସ୍ତରୀୟ ୭୨ତମ ବନ୍ୟପ୍ରାଣୀ ସପ୍ତାହ-୨୦୨୬ ପାଳନ କରାଯାଉଛି । ବନ୍ୟପ୍ରାଣୀ ସଂରକ୍ଷଣ ପୂର୍ବକ ଜଙ୍ଗଲ ସୁରକ୍ଷା, ବୃଦ୍ଧି ଏବଂ ମଣିଷ ଓ ବନ୍ୟପ୍ରାଣୀଙ୍କ ସହାବସ୍ଥାନ ଦ୍ୱାରା ପାରସ୍ପରିକ ସମ୍ପର୍କକୁ…
Read More...

ବେଆଇନ ଲିଙ୍ଗ ନିର୍ଣ୍ଣୟ ସମ୍ପର୍କରେ ପ୍ରମାଣିକ ସୂଚନା ଦେଇଥିବା ବ୍ୟକ୍ତିଙ୍କୁ ୨୫,୦୦୦ ଟଙ୍କାର ପ୍ରୋତ୍ସାହନ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାରେ ପିସି ଓ ପିଏନ୍‌ଡିଟି ଆଇନ, ୧୯୯୪ର କଡ଼ାକଡ଼ି ପ୍ରୟୋଗ, ଲିଙ୍ଗ ଅନୁପାତରେ ସୁଧାର ଏବଂ ବେଆଇନ ଲିଙ୍ଗ ନିର୍ଣ୍ଣୟ ଓ ଗର୍ଭପାତ ରୋକିବା ନେଇ ଜିଲ୍ଲାସ୍ତରୀୟ ପରାମର୍ଶଦାତା କମିଟିର ବୈଠକ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନଙ୍କ…
Read More...

ଅପେକ୍ଷାର ହେଲା ଅନ୍ତ ଗୁଡଭେଲା ରେଆର୍ ତରଫରୁ ଦିବ୍ୟାଙ୍ଗ ଜିତେନ୍ଦ୍ରଙ୍କୁ ଟ୍ରାଇ ସାଇକେଲ ପ୍ରଦାନ

ତୁଷୁରା, (କେପିଏନ୍‌ଏସ୍‌) : ଗୁଡଭେଲା ରେଆର୍ ତରଫରୁ ଦେଉଲଗୁଡି ଗ୍ରାମ ପଞ୍ଚାୟତର ୩୬ ବର୍ଷୀୟ ଜିତେନ୍ଦ୍ର ମନହୀରାଙ୍କୁ ଟ୍ରାଇ ସାଇକେଲ ପ୍ରଦାନ କରାଯାଇଛି । ଏହା ଫଳରେ ତାଙ୍କର ଦୀର୍ଘ ଦିନର ଆଶା ପୂରଣ ହୋଇଛି । ସେହିପରି ରୁଗୁଡିପାଲି ଗ୍ରାମର ୨୦ ବର୍ଷୀୟ ଚକ୍ଷୁ ବାଧିତ ଯୁବକ ଶରତ ଭୋଇଙ୍କୁ…
Read More...

“ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ”

ବଲାଙ୍ଗିର, (କେପିଏନ୍‌ଏସ୍‌) : ସରକାରୀ ମହାବିଦ୍ୟାଳୟ, ବଲାଙ୍ଗିରର ମନୋବିଜ୍ଞାନ ବିଭାଗ ଆନୁକୂଲ୍ୟରେ ଆଜି ମାନସିକ ସ୍ୱାସ୍ଥ୍ୟ ସଚେତନତା ଓ ଆତ୍ମହତ୍ୟା ନିରାକରଣ କାର୍ଯ୍ୟକ୍ରମ ୨୦୨୬ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଡ. କୌତୁକ ପନ୍ଦର ମୁଖ୍ୟଅତିଥି…
Read More...