ପ୍ରଜାପିତା ବ୍ରହ୍ମାକୁମାରୀ ସଂସ୍ଥାନ ପକ୍ଷରୁ ବିଶ୍ୱ ଯୋଗ ଦିବସ ପାଳିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ଛତ୍ରପୁର ଶାଖା ପକ୍ଷରୁ ବିଶ୍ୱ ଯୋଗ ଦିବସ ପାଳିତ ହୋଇଯାଇଛି । ଆୟୋଜିତ କାର୍ଯ୍ୟକ୍ରମରେ ଆସିଷ୍ଟାଣ୍ଡ କଲେକ୍ଟର ଦୀପକ୍ କୁମାର ଜେନା ମୁଖ୍ୟଅତିଥି ଭାବେ ଯୋଗଦେଇ ଏହାକୁ ଆନୁଷ୍ଠାନିକ ଭାବେ
Read More...

ଯମୁନା ଗ୍ରାମର ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ନେତ୍ରାନନ୍ଦ ମହାକୁରଙ୍କ ପରଲୋକ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ହଳଦୀ ପଞ୍ଚାୟତ ଯମୁନା ଗ୍ରାମର ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ନେତ୍ରାନନ୍ଦ ମହାକୁର(୬୨)ଙ୍କ ରବିବାର ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଯାଇଛି । ସେ ଗତ କିଛି ଦିନ ଧରି
Read More...

ମୁରିବାହାଲରେ ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିରରେ ୧୦୦ ଅଭିଯୋଗ ପଞ୍ଜୀକୃତ

ସିଏଚ୍‌ସି ଓ ହାଇସ୍କୁଲ ପରିଦର୍ଶନ ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ କାର୍ଯ୍ୟାଳୟରେ ସୋମବାର ବଲାଙ୍ଗିର ଜିଲ୍ଲାପାଳ ଓ ଏସ୍‌ପିଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଜିଲ୍ଲାପାଳ ଗୌରବ ଶିବାଜୀ ଇସାଲୱାର
Read More...

ନାବାଳିକା ଝିଅ ସହ ଦୁଷ୍କର୍ମ ଅଭିଯୋଗ : ଅଭିଯୁକ୍ତ ବାପା ଗିରଫ

ବରଗଡ, (ମୁନ୍ନା ସାହୁ) : ପଦ୍ମପୁର ଉପଖଣ୍ଡ ଗାଇସିଲେଟ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ ଘଟଣାରେ ପୁଲିସ ଅଭିଯୁକ୍ତ ବାପାଙ୍କୁ ଅଟକ ରଖିଛି । ସୂଚନା ଅନୁଯାୟୀ ଗାଇସିଲେଟ ଥାନା ବ୍ରାହ୍ମଣମାଲ ଅଞ୍ଚଳର ଜଣେ ମହିଳା ତାଙ୍କ ସ୍ୱାମୀଙ୍କ ନାଁରେ ନିଜ ନାବାଳିକା ଝିଅ ସହ
Read More...

ଉତ୍କଳ ବିଦ୍ୟାରତ୍ନ ସମ୍ମାନ ପାଇଲେ ଡ. କୁଞ୍ଜଲତା ପ୍ରଧାନ

ତୁଷୁରା, (କେପିଏନ୍‌ଏସ୍‌) : ସମ୍ବଲପୁର ତପସ୍ୱିନୀ ଅଡିଟୋରିଅମ ଠାରେ ଓଡିଶା ମହା ଉତ୍ସବରେ ବିଶିଷ୍ଟ ସାହିତ୍ୟିକ, ଶିକ୍ଷାବିଦ ଡ଼. କୁଞ୍ଜଲତା ପ୍ରଧାନଙ୍କୁ ଉତ୍କଳ ବିଦ୍ୟାରତ୍ନ ସମ୍ମାନରେ ସମ୍ମାନିତ କରାଯାଇଛି । ହେପି ମୋମେଣ୍ଟ ଇଣ୍ଡିଆ ଦ୍ୱାରା ଅନୁଷ୍ଠିତ ଏକ ଭବ୍ୟ ସମାରୋହରେ ପ୍ରତିଷ୍ଠାତା
Read More...

ଡ. ସୁଧାଂଶୁ ମେହେରଙ୍କୁ ଡ. ଅବଦୁଲ କଲାମ ପ୍ରଫେସନାଲ ଏଚିଭର ସମ୍ମାନ

ଦେଓଗାଁ, (ମନୀଷ କୁମାର ସାହୁ) : ସମ୍ବଲପୁର ସ୍ଥିତ ତପସ୍ୱିନୀ ଅଡିଟୋରିଅମରେ ରବିବାର ଦିନ ଅନୁଷ୍ଠିତ ଓଡିଶା ମହାଉତ୍ସବରେ ଦେଓଗାଁ ବ୍ଲକ ସାଲେପାଲି ଗାଁର ବିଶିଷ୍ଟ ସାହିତ୍ୟିକ, ଅଭିନେତା, ଡାକ୍ତର, ସମାଜସେବୀ, ଶିକ୍ଷକ୍ଷବିଦ ଡ. ସୁଧାଂଶୁ ଭୂଷଣ ମେହେର ଡ଼. ଅବଦୁଲ କାଲାମ ପ୍ରଫେସନାଲ ଏଚିଭର
Read More...

ଅଞ୍ଚଳ ମହାବିଦ୍ୟାଳୟରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ସ୍ଥାନୀୟ ଅଞ୍ଚଳ ମହାବିଦ୍ୟାଳୟ ପରିସରରେ ଦ୍ୱାଦଶ ଆନ୍ତର୍ଜାତୀୟ ଯୋଗ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ଖଗେଶ୍ୱର ଦାଶଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନ ଓ ସୁପରିଚାଳନାରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା ।
Read More...

ସୁନ୍ଦରଗଡ଼ ଜିଲ୍ଲାର ଚାରୋଟି ନିର୍ବାଚନ ମଣ୍ଡଳୀର ପରିଗଣନା ଫର୍ମର ଡିଜିଟାଇଜେସନ୍ ସମ୍ପୂର୍ଣ୍ଣ

ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ରାଜ୍ୟରେ ଚାଲିଥିବା ସ୍ୱତନ୍ତ୍ର ସଘନ ସଂଶୋଧନ ବା ଏସ୍‌ଆଇଆର୍ ଅନ୍ତର୍ଗତ ପରିଗଣନା ଫର୍ମ ବଣ୍ଟନ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଚଳିତ ଜୁନ୍ ମାସ ୨୮ ତାରିଖରେ ସମାପ୍ତ ହେବ ଏହି ପରିଗଣନା ଫର୍ମ ବଣ୍ଟନ ପ୍ରକ୍ରିୟା । ଏହି ପରିପ୍ରେକ୍ଷୀରେ
Read More...

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଗର୍ଭିଣୀ ଗାଈ ମୃତ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ଟାଟା ପାୱାରର ଖାମଖିଆଲି ନୀତି ଯୋଗୁଁ ଆଜି ଏକ ଗର୍ଭିଣୀ ଗାଈର ମୃତ୍ୟୁ ଘଟିଛି । ସୁବର୍ଣ୍ଣପୁର ସହର ଉପକଣ୍ଠ ସୋନପୁର ବିନିକା ରାସ୍ତାର ପାଣିସିଆଲି ପେଟ୍ରୋଲ ପମ୍ପ ସାମନାରେ ଟାଟା ପାୱାର କମ୍ପାନୀର ଖାମଖିଆଲି ନୀତି ଯୋଗୁଁ ଏକ ଅତ୍ୟନ୍ତ ଦୁଃଖଦ
Read More...

ଭୀମଭୋଇ ସମାଧି ପୀଠରେ ବିଶ୍ୱ ଯୋଗ ଦିବସ ପାଳନ

ସୁବର୍ଣ୍ଣପୁର, (ରାଜ କିଶୋର ତ୍ରିପାଠୀ) : ବିଶ୍ୱ ଯୋଗ ଦିବସ ପାଳନ ଅବସରରେ ସୁବର୍ଣ୍ଣପୁର ଜିଲ୍ଲାର ସୋନପୁର ବ୍ଲକ ଅନ୍ତର୍ଗତ ଖଲିଆପାଲି ଭୀମଭୋଇ ସମାଧି ପୀଠ ଠାରେ ବ୍ଲକସ୍ତରୀୟ ୧୨ ତମ ଯୋଗ ଦିବସ ପାଳନ ହୋଇଯାଇଛି । ଯୋଗ ସମିତି ସଦସ୍ୟ, ସ୍କୁଲ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ,
Read More...