ପାଇଖାନା ଟାଙ୍କି ସଫା ବେଳେ ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୪ ଶ୍ରମିକଙ୍କ ଜୀବନ
ନବରଙ୍ଗପୁର : ନବରଙ୍ଗପୁର ପଡ଼ାଲଗୁଡ଼ା ଗାଁରେ ଅଘଟଣ । ପାଇଖାନା ଟାଙ୍କି ସଫା ବେଳେ ଶ୍ୱାସରୁଦ୍ଧ ହୋଇ ୪ ଜଣ ଶ୍ରମିକଙ୍କର ମୃତ୍ୟୁ ହୋଇଛି । ଘଟଣାସ୍ଥଳରେ ତିନି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ମେଡିକାଲରେ ଆଉ ଜଣଙ୍କର ମୃତ୍ୟୁ ହୋଇଯାଇଛି । ଖବର ଅନୁଯାୟୀ, ପଡ଼ାଲଗୁଡ଼ା ଗାଁରେ ପାଇଖାନା!-->…
Read More...
Read More...