ଓଡିଆ ପକ୍ଷ ଅବସରରେ ଐତିହ୍ୟ ଗଣଦୌଡ କାର୍ଯ୍ୟକ୍ରମ ଅନୁଷ୍ଠିତ
ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ଓଡ଼ିଆ ପକ୍ଷ ପାଳନର ପଞ୍ଚମ ଦିନରେ ଆଜି ଐତିହ୍ୟସ୍ଥଳୀର ସୁରକ୍ଷା ଓ ଯୁବପିଢ଼ିଙ୍କ ମଧ୍ୟରେ ଏନେଇ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ଜିଲ୍ଲା କ୍ରୀଡ଼ା ବିଭାଗ ଏବଂ ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ଥାନୀୟ ବିକାଶ ଭବନ ଠାରୁ ନୂତନ ବସ୍ଷ୍ଟାଣ୍ଡ ପର୍ଯ୍ୟନ୍ତ ଏକ!-->…
Read More...
Read More...