ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପୌରଅଧ୍ୟକ୍ଷାଙ୍କ ସହ ପୌର ପରିଷଦର ସମସ୍ତ କାଉନସିଲର

ବଲାଙ୍ଗିର, (କେପିଏନ୍‌ଏସ୍‌) : ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପୌରଅଧ୍ୟକ୍ଷାଙ୍କ ସହ ପୌର ପରିଷଦର ସମସ୍ତ କାଉନସିଲର । ଗ୍ରୀଷ୍ମ ପ୍ରବାହକୁ ଆଖି ଆଗରେ ରଖି ବଲାଙ୍ଗିର ସହରର ବିଭିନ୍ନ ପୋଖରୀର ପୁନରୁଦ୍ଧାର ପାଇଁ ବଲାଙ୍ଗିର ପୌର ପରିଷଦର ପୌର ଅଧ୍ୟକ୍ଷା ଶ୍ରୀମତୀ ଲିକା ସାହୁଙ୍କ ନେତୃତ୍ୱରେ
Read More...

ବନ୍ଧୁକ ମୁନରେ ୬୯ ହଜାର ଡକାୟତି ଅଭିଯୋଗ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା କଲମପୁର ଥାନା ଅନ୍ତର୍ଗତ ପଣ୍ଡିଗାଁରେ ସୋମବାର ବିଳମ୍ବିତ ରାତ୍ରୀରେ ବନ୍ଧୁକ ଦେଖାଇ ଜଣେ ଚାଷୀଙ୍କ ଘରୁ ୬୯ ହଜାର ଟଙ୍କା ଡକାୟତି ହୋଇଥିବା ଘଟଣା ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି । ଏ ସମ୍ପର୍କରେ ଅଭିଯୋଗକାରୀ ବରୁଣ ମାଝି ଆଜି
Read More...

ହିଣ୍ଡାଲକୋ କାରଖାନା ବିପକ୍ଷରେ ବିସ୍ଥାପିତଙ୍କ ଧାରଣା

କାଶୀପୁର, (ଅଞ୍ଜନ କୁମାର ନାଏକ) : ରାୟଗଡା ଜିଲ୍ଲା କାଶୀପୁର ବ୍ଲକ ଅନ୍ତର୍ଗତ କଂସାରୀ ଗୁଡା ଠାରେ ହିଣ୍ଡାଲକୋ କମ୍ପାନୀ ମୁଖ୍ୟ ଫାଟକ ଠାରେ କାମ୍ପାନୀ ବିରୋଧରେ ଶତାଧିକ ଜମିହରା ବିସ୍ଥାପିତ ଲୋକେ ଏକ ଗଣଧରଣାରେ ବସିଥିବା ଦେଖିବାକୁ ମିଳିଛି । ସ୍ଥାପନା ହେଉଥିବା ଆଦିତ୍ୟ ବିର୍ଲାଗୃପ
Read More...

ବିପର୍ଯ୍ୟୟ ମୁକାବିଲାରେ ଲିଙ୍ଗଗତ ଆଭିମୁଖ୍ୟ ସମ୍ବନ୍ଧେ କର୍ମଶାଳା ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ଓ ଜିଲ୍ଲା ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷଙ୍କ ମିଳିତ ଆନୁକୂଲ୍ୟରେ ଆଜି ସ୍ଥାନୀୟ ଜିଲ୍ଲାପାଳଙ୍କ ସଭାଗୃହଠାରେ ବିପର୍ଯ୍ୟୟ ବିପଦ ପ୍ରଶମନରେ ଲିଙ୍ଗଗତ ମୁଖ୍ୟସ୍ରୋତ ଆଭିମୁଖ୍ୟ ସମ୍ବନ୍ଧେ ଏକଦିବସୀୟ
Read More...

ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ରୋଟାରୀ କ୍ଳବ ଅଫ ରାଉରକେଲା ଭାଇବ୍ରାଣ୍ଟ ଓ ହାଇଟେକ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲର ମିଳିତ ଆନୁକୂଲ୍ୟରେ ଏକ ମାଗଣା ସ୍ୱାସ୍ଥ୍ୟ ସେବା ଶିବିର ବିଶ୍ରା ବ୍ଲକ ଉଦୁଷୁ ପଞ୍ଚାୟତର ବାଙ୍ଗୁରକେଲା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି
Read More...

ବାନ୍ଧନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳିତ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : କାଦୋବେଡା ଆଞ୍ଚଳିକ ସାଧନ କେନ୍ଦ୍ର ଅନ୍ତର୍ଗତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବାନ୍ଧନପାଲି ପରିସରରେ ବାର୍ଷିକ ଉତ୍ସବ ଓ ଆମ ସଂସ୍କୃତି ଆମ ଖେଳନା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସତ୍ୟ ପ୍ରକାଶ ସାହୁଙ୍କ
Read More...

ରାଉରକେଲା ସ୍ମାର୍ଟ ସିଟି ଲିମିଟେଡର ୨୯ତମ ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସୋମବାର ଦିନ ଭୁବନେଶ୍ଵର ସ୍ଥିତ ଲୋକସେବା ଭବନ ଠାରେ ରାଉରକେଲା ସ୍ମାର୍ଟ ସିଟି ଲିମିଟେଡର ୨୯ତମ ନିର୍ଦ୍ଦେଶକ ମଣ୍ଡଳୀ (ବୋର୍ଡ ଅଫ୍ ଡାଇରେକ୍ଟର) ବୈଠକ ଅନୁଷ୍ଠିତ ହୋଇଯାଇଛି । ଉନ୍ନୟନ କମିଶନର ଅନୁ ଗର୍ଗ ଓ ଗୃହ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଉଷା
Read More...

ସଂପର୍କ’ ଆୟୋଜିତ ଜାତୀୟ ନାଟକ ମହୋତ୍ସବର ଦ୍ୱିତୀୟ ସଂଧ୍ୟାର ନାଟକ ‘ଦଲିଆ’

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲାର ଅଗ୍ରଣୀ ନାଟ୍ୟାନୁଷ୍ଠାନ ‘ସଂପର୍କ’ ଦ୍ୱାରା ଆୟୋଜିତ ଜାତୀୟ ନାଟକ ମହୋତ୍ସବ-୨୦୨୫ର ଦ୍ୱିତୀୟ ସଂଧ୍ୟାର ଉତ୍ସବକୁ ରାଉରକେଲା ଇସ୍ପାତ କାରଖାନାର ନିର୍ବାହୀ ନିର୍ଦ୍ଦେଶକ ସୁଦୀପ ପାଲ ଚୌଧୁରୀ ଉଦ୍‌ଘାଟନ କରିଥିଲେ । ଅନୁଷ୍ଠାନର କାର୍ଯ୍ୟକାରୀ
Read More...

ମହାରାଜ ରାଜେନ୍ଦ୍ର ନାରାୟଣ ସିଂହଦେଓ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟର ତୃତୀୟ ଦିବସ

ଭବାନୀପାଟଣା ବିଜୟୀ ବଲାଙ୍ଗିର, (ଦେବାଶିଷ ମିଶ୍ର) : ମହାରାଜ ଆର.ଏନ୍‌.ସିଂହଦେଓ ଫୁଟବଲ ଟୁର୍ଣ୍ଣାମେଣ୍ଟ କମିଟି ପକ୍ଷରୁ ଓ ଜିଲ୍ଲା କ୍ରୀଡା ସଂସଦ ସହଯୋଗରେ ଆଜି ବଲାଙ୍ଗିର ଗାନ୍ଧୀ ଷ୍ଟାଡିୟମ ଠାରେ ରାଜ୍ୟ ସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟର ତୃତୀୟ ଦିବସ ଖେଳ ଅନୁଷ୍ଠିତ ହୋଇଯାଇଛି ।
Read More...

ଏମଏନଆରଇଜିଏ ଯୋଜନାରେ ବଡ଼ ଧରଣର ଦୁର୍ନୀତି ଅଭିଯୋଗ : ସରପଞ୍ଚ ଓ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବିରୋଧରେ…

ବଲାଙ୍ଗିର, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲାର ଆଗଲପୁର ବ୍ଲକ ଅଧୀନସ୍ଥ ଝରଣୀପାଲି ଗ୍ରାମ ପଞ୍ଚାୟତରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ରୋଜଗାର ଗ୍ୟାରେଣ୍ଟି ଆକ୍ଟ (ଏମଏନଆରଇଜିଏ) ଯୋଜନାରେ ବଡ଼ ଧରଣର ଦୁର୍ନୀତି ଘଟିଥିବା ଅଭିଯୋଗ ସାମ୍ନାକୁ ଆସିଛି । ଏହି ଘଟଣାରେ ସରପଞ୍ଚ ସୁନିତା
Read More...