ଐତିହାସିକ ପାଟଣେଶ୍ୱରୀ ମନ୍ଦିର ସାଲେଭଟା ଉନ୍ନତି କରଣ ପାଇଁ ୫ ଲକ୍ଷ ଟଙ୍କା ଅନୁଦାନ ଦେଲେ ସ୍ୱାସ୍ଥ୍ୟ ମନ୍ତ୍ରୀ
ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ଜିଲ୍ଲା ସାଲେଭଟା ଗ୍ରାମ ଐତିହ୍ୟ ପାଟଣା ଷ୍ଟେଟ ସମୟରୁ ଗୋଟିଏ ଗମ୍ଭୀରାରେ ପୂଜା ପାଉଛନ୍ତି ମାଁ ପାଟଣେଶ୍ୱରୀ ଓ ମାଁ ସମଲେଶ୍ୱରୀ । କେଉଁ ଆଦିମକାଳରୁ ଦେବୀ ପୂଜା ପାଇ ଆସୁଥିବା ବେଳେ ପାଟଣା ଷ୍ଟେଟ ସମୟର ଓମ୍ ନଦୀରେ ପ୍ରଭାବିତ ହୋଇଥିବା!-->…
Read More...
Read More...