ମହାରାଜ ରାଜେନ୍ଦ୍ର ନାରାୟଣ ସିଂହଦେଓ : ସ୍ମାରକି ଫୁଟବଲ ଟୁର୍ଣ୍ଣାମେଣ୍ଟ ଦ୍ୱିତୀୟ ଦିବସରେସୁନ୍ଦରଗଡ ବିଜୟୀ
ବଲାଙ୍ଗିର, (ଦେବାଶିଷ ମିଶ୍ର) : ମହାରାଜ ଆର.ଏନ୍.ସିଂହଦେଓ ଫୁଟବଲ ଟୁର୍ଣ୍ଣାମେଣ୍ଟ କମିଟି ପକ୍ଷରୁ ଓ ଜିଲ୍ଲା କ୍ରୀଡା ସଂସଦର ସହଯୋଗରେ ଆଜି ବଲାଙ୍ଗିର ଗାନ୍ଧୀ ଷ୍ଟାଡିୟମ ଠାରେ ରାଜ୍ୟସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଦ୍ୱିତୀୟ ଦିବସ ଖେଳ ଅନୁଷ୍ଠିତ ହୋଇଯାଇଛି । ସୁନ୍ଦରଗଡ ବନାମ ସମ୍ବଲପୁର!-->…
Read More...
Read More...