ରାଜ୍ୟସ୍ତରୀୟ ପ୍ରବନ୍ଧ ପ୍ରତିଯୋଗିତା

ତୃତୀୟ ସ୍ଥାନ ହାସଲ କଲେ ଦୀପିକା ସାହୁ ମ,ରାମପୁର, (ପି.କେ. ସାହୁ) : କଳିଙ୍ଗ ସାହିତ୍ୟ ଉତ୍ସବ ଅବସରରେ ଆୟୋଜିତ ଡଃ ବନମାଳୀ ସାହୁ ସ୍ମାରକୀ ପ୍ରବନ୍ଧ ପ୍ରତିଯୋଗିତାରେ ଦୁର୍ଗା ମାଧବ ସରକାରୀ ଉଚ୍ଚ ବିଦ୍ୟାଳୟର ଦଶମ ଶ୍ରେଣୀ ଛାତ୍ରୀ ଦୀପିକା ସାହୁ ତୃତୀୟ ସ୍ଥାନ ହାସଲ କରି ପୁରସ୍କୃତ
Read More...

ଟ୍ରାକ୍ଟର ମାଲିକ ସଂଘ ତରଫରୁ ବିଧାୟକଙ୍କୁ ଦାବିପତ୍ର

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂଦେଓଙ୍କୁ ସଂଘର ଉପଦେଷ୍ଟା ମିଟୁଆ ମହାନ୍ତିଙ୍କ ନେତୃତ୍ୱରେ ଏକ ପ୍ରତିନିଧି ମଣ୍ଡଳି ଟ୍ରାକ୍ଟର ଚଳାଚଳ ଉପରେ ହେଉଥିବା କଠୋର ଦଣ୍ଡବିଧାନ ପାଇଁ ଏକ ଦାବିପତ୍ର ଦିଆଯାଇଛି । ସଂଘର ଦାବିକୁ ଆଲୋଚନା ମାଧ୍ୟମରେ ହୃଦୟଙ୍ଗମ
Read More...

କମିଶନର ତଥା ଶାସନ ସଚିବ ସଂଜୀବ କୁମାର ମିଶ୍ର ଗଞ୍ଜାମ ଜିଲ୍ଲା ସଚିବଙ୍କ ଜିଲ୍ଲା ଗସ୍ତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ଗୁଡିକର ପରିଚାଳନା କିପରି ଚାଲିଛି ଏବଂ ସରକାରଙ୍କ ସଂଯୋଜନାରୁ ଜନ ସାଧାରଣ କିଭଳି ଉପକୃତ ହେଉଛନ୍ତି । ସେହି ସମ୍ପର୍କରେ ଗଞ୍ଜାମ ଜିଲ୍ଲା ସଚିବ ଭାବେ ନିଯୁକ୍ତ ହୋଇଥିବା ଓଡିଆ ଭାଷା ସାହିତ୍ୟ ଓ
Read More...

ସୁବର୍ଣ୍ଣଦୀପ ପତ୍ରିକାର ବାର୍ଷିକ ଉତ୍ସବରେ ପ୍ରତିଭା ସମ୍ୱର୍ଦ୍ଧିତ

ବରଗଡ, (ନିରୋଜ କୁମାର ପାଣୀ) : ସ୍ଥାନୀୟ ବାପୁଜୀ ସ୍ୱତନ୍ତ୍ର ବିଦ୍ୟାଳୟ ସମ୍ମିଳନୀ ପ୍ରକୋଷ୍ଠରେ ଯୁଗୋପଯୋଗୀ ସୁବର୍ଣ୍ଣଦୀପ ଶିଶୁ କିଶୋର ପତ୍ରିକାର ୩୦ତମ ବାର୍ଷିକ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଭୀମସାର, ବୁର୍ଲାର ବିଶିଷ୍ଟ ଡାକ୍ତର ଶଙ୍କର ରାମଚନ୍ଦାନୀ, ମୁଖ୍ୟବକ୍ତା ଭାବେ ଏଡଭୋକେଟ କିରଣ
Read More...

କ୍ରାନ୍ତି ଯୁବ ଛାତ୍ର ସଂଘ ପକ୍ଷରୁ ଭଗତ ସିଂଙ୍କ ଶହୀଦ ଦିବସରେ ୫୪ ୟୁନିଟ ରକ୍ତ ସଂଗ୍ରହ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : କ୍ରାନ୍ତି ଯୁବ ଛାତ୍ର ସଂଘ ପକ୍ଷରୁ ଭଗତ ସିଂଙ୍କ ଶହୀଦ ଦିବସ ଅବସରରେ ପ୍ରତ୍ୟେକ ବର୍ଷ ଭଳି ଏହି ବର୍ଷ ମଧ୍ୟ ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ରକ୍ତଦାନ ଶିବିର ଆୟୋଜନ ହେଇଯାଇଛି । ଉକ୍ତ ରକ୍ତଦାନ ଶିବିରରେ ୫୪ଜଣ ଯୁବ ରକ୍ତଦାତା ସ୍ଵେଚ୍ଛାକୃତ
Read More...

ଡୁମାଲ ସମାଜ ସହରାଞ୍ଚଳ ବଲାଙ୍ଗିର ଆନୁକୂଲ୍ୟରେ ଜିଲ୍ଲାସ୍ତରୀୟ ସାଂଗଠନିକ ସଭା

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଷାଠିଏ ଘର ଡୁମାଲ ସମାଜ ସହରାଞ୍ଚଳ ବଲାଙ୍ଗିର ଆନୁକୂଲ୍ୟରେ ଜିଲ୍ଲାସ୍ତରୀୟ ସାଂଗଠନିକ ସଭା ଲାଲଟିକ୍ରା ବଲାଙ୍ଗିର ଠାରେ ସହରାଞ୍ଚଳ ବଲାଙ୍ଗିର ସଭାପତି ସଂଜୟ ମହାକୁରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ରୂପେ ବଲାଙ୍ଗିର ଜିଲ୍ଲା ସଭାପତି
Read More...

ମହାରାଜ ରାଜେନ୍ଦ୍ର ନାରାୟଣ ସିଂହଦେଓ ସ୍ମାରକୀ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ

ବିଏସ୍‌ଏଫ୍‌ ସୋନପୁର ବିଜୟୀ ବଲାଙ୍ଗିର, (ଦେବାଶିଷ ମିଶ୍ର) : ମହାରାଜ ଆର.ଏନ୍‌.ସିଂହଦେଓ ଫୁଟବଲ ଟୁର୍ଣ୍ଣାମେଣ୍ଟ କମିଟି ପକ୍ଷରୁ ଓ ଜିଲ୍ଲା କ୍ରୀଡା ସଂସଦର ସହଯୋଗରେ ଆଜି ବଲାଙ୍ଗିର ଗାନ୍ଧୀ ଷ୍ଟାଡିୟମ ଠାରେ ରାଜ୍ୟ ସ୍ତରୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ ଉଦ୍‌ଘାଟିତ ହୋଇଯାଇଛି । ପୂର୍ବତନ
Read More...

ନିଖିଳ ଓଡିଶା ଗ୍ରାମ ପଞ୍ଚାୟତ ଶ୍ରମିକ ସଂଘର ଜିଲ୍ଲାସ୍ତରୀୟ ବୈଠକ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ଗୋୟଲ ଧର୍ମଶାଳାରେ ବଲାଙ୍ଗିର ଜିଲ୍ଲାସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲା ସଭାପତି ତଥା ରାଜ୍ୟ ସାଧାରଣ ସଂପାଦକ ବିଦୁର କୁମ୍ଭାର ଯୋଗଦେଇ ସଂଘର ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରିଥିଲେ । ଏଥିରେ ରାଜ୍ୟ ଉପସଭାପତି ବିରଂଚି
Read More...

ବିଜେପି ବରିଷ୍ଠ କର୍ମୀଙ୍କ ସହିତ ପଞ୍ଚାୟତରାଜ ମନ୍ତ୍ରୀ ରବି ନାରାୟଣ ନାୟକଙ୍କ ଭେଟଘାଟ

ରାଉରକେଲା, (ସସ୍ମିତା ପ୍ରଧାନ) : ଆଜି ଓଡିଶା ସରକାରଙ୍କର ପଞ୍ଚାୟତରାଜ, ପାନୀୟ ଜଳ ଓ ଗ୍ରାମୀଣ ବିକାଶ ମନ୍ତ୍ରୀ ରବିନାରାୟଣ ନାୟକ ରାଉରକେଲା ଭାରତୀୟ ଜନତା ପାର୍ଟି ଜିଲ୍ଲା କାର୍ଯ୍ୟାଳୟରେ ପହଞ୍ଚିବା ମାତ୍ରେ ଜିଲ୍ଲା ତରଫରୁ ଭବ୍ୟ ସ୍ଵାଗତ କରାଯାଇଥିଲା । ସେ ବିଜେପିକୁ ପ୍ରାରମ୍ଭିକ
Read More...

ଗୁଞ୍ଚିତରା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଉଲ୍ଲାସ ପରୀକ୍ଷା ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକର ସମସ୍ତ ସରକାରୀ ଶିକ୍ଷାନୁଷ୍ଠାନମାନଙ୍କରେ ଭାରତ ସରକାରଙ୍କ ଉଲ୍ଲାସ କାର୍ଯ୍ୟକ୍ରମ ରବିବାର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ୧୫ ବର୍ଷ ବୟସରୁ ଅଧିକ ପୁରୁଷ ଓ ମହିଳା ଯେଉଁମାନେ ସ୍ୱାକ୍ଷର ନାହାନ୍ତି
Read More...