ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ବଲାଙ୍ଗିରରେ ଜିଲ୍ଲାସ୍ତରୀୟ ସେମିନାର ଅନୁଷ୍ଠିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ସ୍ଥାନୀୟ ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ, ବଲାଙ୍ଗିର ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ସେମିନାର“RUPANTAR” Changing Classroom Practices for Vikshita Odisha ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲ୍ଲାର ୧୪ଟି ବ୍ଲକରୁ ୩୫ ଜଣ ଶିକ୍ଷକ,
Read More...

ଭୋକିଲା ବୋଲି ଖଣ୍ଡାରେ ହାଣି ପକାଇଲେ

ବ୍ରହ୍ମପୁର : ବର୍ବରତାର ସବୁ ସୀମା ଟପିଗଲା ମଣିଷ । ଆଗରୁ ମଣିଷକୁ ହାଣି ହତ୍ୟା କରୁଥିଲା, ଏବେ କୁକୁରକୁ ବି ହାଣିପକାଇଲା । ଶୁଣିବାକୁ ଆଶ୍ଚର୍ଯ୍ର ଲାଗୁଥିଲେ ବି ଘଟଣାଟି ସତ । ଏପରି ଘଟଣା କେଉଁ ବାହାର ରାଜ୍ୟ ଘଟିନାହିଁ । ଏହା ଆମେ ରାଜ୍ୟ ଓଡ଼ିଶାର ଗଞ୍ଜାମ ଜିଲ୍ଲାରେ ଘଟିଛି ।
Read More...

କେନ୍ଦୁପାଲି ପ୍ରାଥମିକ ବିଦ୍ୟାଳୟରେ ବିଶ୍ୱ ବନ ଦିବସ ପାଳିତ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଗଜବନ୍ଧ କ୍ଲଷ୍ଟର ଅନ୍ତର୍ଗତ କେନ୍ଦୁପାଲି ପ୍ରାଥମିକ ବିଦ୍ୟାଳୟରେ ବିଶ୍ୱ ବନ ଦିବସ ପାଳିତ ହୋଇଯାଇଛି । ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଅଶୋକ ରାଉତଙ୍କ ତତ୍ତ୍ୱାବଧାନରେ ଛାତ୍ରଛାତ୍ରୀମାନେ ବିଭିନ୍ନ ଗଛର
Read More...

ମାତୃଭୂମି ପାଇଁ ଗଣଦୌଡ଼

ଭଦ୍ରକ : ଭଦ୍ରକର ଐତିହାସିକ ଶ୍ରୀ ରାମ ନବମୀ । ଐତିହାସିକ ଶ୍ରୀ ରାମ ନବମୀ ପୂର୍ବରୁ ମାତୃଭୂମି ପାଇଁ ଆୟୋଜିତ ହୋଇଛି ଗଣଦୌଡ । ଶ୍ରୀରାମନବମୀ ମହାଯଜ୍ଞ ସମିତି ତରଫରୁ ଆୟୋଜିତ ଏହି ଗଣଦୌଡ଼ରେ ଜିଲ୍ଲାର ସ୍ୱେଚ୍ଛାସେବୀ ସଂଗଠନ ଠାରୁ ଆରମ୍ଭ କରି ବହୁ ରାଜନୈତିକ ବ୍ୟକ୍ତି ବିଶେଷ ଯୋଗ ଦେଇଛନ୍ତି
Read More...

ବ୍ରାହ୍ମଣୀପାଲି ପ୍ରାଥମିକ ବିଦ୍ୟାଳୟରେ ବିଶ୍ୱ ଜଳ ଦିବସ ପାଳିତ

ଡୁଙ୍ଗୁରିପାଲି, (କେପିଏନ୍‌ଏସ୍‌) : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ ଗଜବନ୍ଧ କ୍ଲଷ୍ଟର ଅନ୍ତର୍ଗତ ବ୍ରାହ୍ମଣୀପାଲି ପ୍ରାଥମିକ ବିଦ୍ୟାଳୟରେ ବିଶ୍ୱ ଜଳ ଦିବସ ପାଳିତ ହୋଇଯାଇଛି । ବିଦ୍ୟାଳୟ ପରିଚାଳନା କମିଟି ଅଧ୍ୟକ୍ଷା ପ୍ରମିଳା ଭୁଏଙ୍କ ତତ୍ତ୍ୱାବଧାନରେ ଛାତ୍ରଛାତ୍ରୀମାନେ ଜଳ
Read More...

ଖୁବଶୀଘ୍ର ତୁଟିବ ମହାନଦୀ ଜଳ ବିବାଦ

ଭୁବନେଶ୍ୱର : ଖୁବ ଶୀଘ୍ର ତୁଟିବ ମହାନଦୀ ଜଳ ବିବାଦ । କେନ୍ଦ୍ର ସରକାର-ଛତିଶଗଡ଼-ଓଡ଼ିଶା ସରକାର ମିଳିତ ଭାବେ ଆଲୋଚନା କରି ଏହାର ଆପୋସ ସମାଧାନ କରିବେ । ଓଡ଼ିଶା ଗସ୍ତରେ ଆସିଥିବା ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏଙ୍କ ସହ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।ଏହି
Read More...

ଲକ୍ଷ୍ନୌରୁ ଦେଶବ୍ୟାପୀ ‘ଫିଟ୍ ଇଣ୍ଡିଆ ସଣ୍ଡେଜ୍ ଅନ୍ ସାଇକେଲ୍’ ଅଭିଯାନର ନେତୃତ୍ୱ ନେବେ…

ମେଦବହୁଳତା ମୁକାବିଲା କ୍ଷେତ୍ରରେ ସହଯୋଗ କରିବେ କିଶୋର ଜେନା ନୂଆଦିଲ୍ଲୀ, (ପିଆଇବି) : କେନ୍ଦ୍ର ଯୁବ ବ୍ୟାପାର ଓ କ୍ରୀଡା ଏବଂ ଶ୍ରମ ଓ ନିଯୁକ୍ତି ମନ୍ତ୍ରୀ ଡକ୍ଟର ମନସୁଖ ମାଣ୍ଡଭିୟ ୨୩ ମାର୍ଚ୍ଚ ୨୦୨୫ରେ ଲକ୍ଷ୍ନୌଠାରେ ଦେଶବ୍ୟାପୀ 'ଫିଟ୍ ଇଣ୍ଡିଆ ସଣ୍ଡେଜ୍ ଅନ୍ ସାଇକେଲ' ଆନ୍ଦୋଳନରେ
Read More...

ପିଆଜ ରପ୍ତାନୀ ଉପରେ ୨୦ ପ୍ରତିଶତ ଶୁଳ୍କ ପ୍ରତ୍ୟାହାର କଲେ କେନ୍ଦ୍ର ସରକାର : ୧ ଏପ୍ରିଲ, ୨୦୨୫ ଠାରୁ ଲାଗୁ

ନୂଆଦିଲ୍ଲୀ, (ପିଆଇବି) : ଭାରତ ସରକାର ପିଆଜ ରପ୍ତାନୀ ଉପରେ ୨୦ ପ୍ରତିଶତ ଶୁଳ୍କ ପ୍ରତ୍ୟାହାର କରିଛନ୍ତି । ଏହି ଛାଡ଼ ୧ ଏପ୍ରିଲ, ୨୦୨୫ ଠାରୁ ଲାଗୁ ହେବ । ଉପଭୋକ୍ତା ବ୍ୟାପାର ବିଭାଗର ଯୋଗାଯୋଗ କ୍ରମେ ରାଜସ୍ୱ ବିଭାଗ ଦ୍ୱାରା ଏହି ସମ୍ବନ୍ଧରେ ଏକ ବିଜ୍ଞପ୍ତି ଜାରି କରାଯାଇଛି । ଘରୋଇ
Read More...

ଚୋରମରା ବେଥେଲ ଇଂଲିଶ ସ୍କୁଲରେ ବାର୍ଷିକ ଉତ୍ସବ ଉଦ୍‌ଯାପିତ

ଦେଓଗାଁ, (ମନୀଷ କୁମାର ସାହୁ) : ଶୁକ୍ରବାର ଦିନ ଦେଓଗାଁ ବ୍ଲକ ସାରସମାଲ ପଞ୍ଚାୟତ ଅଧିନରେ ଥିବା ଚୋରମରା ସ୍ଥିତ ବେଥେଲ ଇଂରାଜୀ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ବଲାଙ୍ଗିର ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ ନାଗ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ
Read More...

ହଳଦୀରେ ଜନମୁକ୍ତି ଅନୁଷ୍ଠାନର ୨୯ତମ ବାର୍ଷିକ ସାଧାରଣ ବୈଠକ ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ହଳଦୀ ପଞ୍ଚାୟତ କଲ୍ୟାଣ ମଣ୍ଡପଠାରେ ଜନମୁକ୍ତି ଅନୁଷ୍ଠାନର ସମ୍ପାଦକ ଭଜରାମ ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଜନମୁକ୍ତି ଅନୁଷ୍ଠାନର ୨୯ତମ ବାର୍ଷିକ ସାଧାରଣ ବୈଠକ ଶନିବାର ଅନୁଷ୍ଠିତ ହୋଇଯାଇଛି । ଏହି ସଭାରେ
Read More...