ଲାଞ୍ଚ ନେଇ ଧରାପଡ଼ିଲେ ଯାଜପୁର ଆର୍‌ଡି ଡିଭିଜନ୍‌ର ଯନ୍ତ୍ରୀ : ଭୀମସେନ ମହାରଣା

ଭୁବନେଶ୍ଵର : ଲାଞ୍ଚ ନେଇ ଧରାପଡ଼ିଲେ ଯାଜପୁର ଆର୍‌ଡି ଡିଭିଜନ୍‌ର ଯନ୍ତ୍ରୀ ଭୀମସେନ ମହାରଣା । ଶୁକ୍ରବାର ଟାଙ୍ଗି ଟୋଲଗେଟ୍ ନିକଟରେ ଲାଞ୍ଚ ନେବା ବେଳେ ମାଡ଼ି ବସିଲା ଭିଜିଲାନ୍ସ । ନଗଦ ୨ ଲକ୍ଷ ୩୦ ହଜାର ଟଙ୍କା ସହ କାର୍ ଜବତ । ସୂଚନାଯୋଗ୍ୟ ଯେ, ଯାଜପୁର ଆର୍‌ଡି ଡିଭିଜନ୍‌ର ଯନ୍ତ୍ରୀ
Read More...

ଏକ ସପିଙ୍ଗ ମଲରେ ଅଗ୍ନିକାଣ୍ଡକୁ ଆୟତ୍ତ କଲେ ଫାୟାର ଫାଇଟ : ର୍ସର୍ଟ ସର୍କିଟରୁ ନିଆଁ ଲାଗିଥିବା ସନ୍ଦେହ

ଭୁବନେଶ୍ୱର : ଶୁକ୍ରବାର ବିଳମ୍ବିତ ରାତିରେ ୟୁନିଟ-୩ ସ୍ଥିତ ଏକ ସପିଙ୍ଗ ମଲରେ ଅଗ୍ନିକାଣ୍ଡ ଘଟିଛି । ଏଥିରେ କେହି ମୃତାହତ ହୋଇନାହାନ୍ତି । ଲକ୍ଷାଧିକ ଟଙ୍କାର ପୋଷାକପତ୍ର ଜଳିପୋଡ଼ି ପାଉଁଶ ହୋଇଯାଇଛି । ଅଗ୍ନିଶମ ବାହିନୀର ୨ଟି ଦମକଳ ପ୍ରାୟ ଘଣ୍ଟାଏ ପରିଶ୍ରମ କରିବା ପରେ ନିଆଁକୁ ଆୟତ୍ତ
Read More...

ପାରାଦୀପରେ ସୁନା ବ୍ୟବସାୟୀଙ୍କ ବେକରେ କଟୁରୀ ଲଗାଇ ଲୁଟ

ପାରାଦୀପ : ପାରାଦୀପରେ ଲୁଟେରାଙ୍କ ଆତଙ୍କରାଜ । ସୁନା ବ୍ୟବସାୟୀଙ୍କ ବେକରେ କଟୁରୀ ଲଗାଇ ଲୁଟ । କୁଜଙ୍ଗ ଥାନା ବାଗୋଇ ପୋଲ ନିକଟରେ ଏଭଳି ଘଟଣା ଘଟିଛି । ୩ ଜଣ ଦୁର୍ବୃତ୍ତ ଲୁଟ କରି ଫେରାର ହୋଇଯାଇଛନ୍ତି । ଦୁଇଟି ସୁନା ଚେନ୍, ୩ଟି ମୁଦି ଓ ସୁନା ବ୍ରେସଲେଟ୍ ଲୁଟ୍ ହୋଇଥିବା ନେଇ
Read More...

ରାଜ୍ୟସଭାରେ ଗୃହ ମନ୍ତ୍ରଣାଳୟର କାର୍ଯ୍ୟଧାରା ଉପରେ ଜବାବ ରଖିଲେ ଅମିତ ଶାହ

● ମୋଦୀ ସରକାରଙ୍କ ସମୟରେ ବିଲୋପ ପଥରେ ରହିଛି ଆତଙ୍କବାଦ, ନକ୍ସଲବାଦ ଓ ଉଗ୍ରବାଦ● ୩୧ ମାର୍ଚ୍ଚ ୨୦୨୬ ସୁଦ୍ଧା ନକ୍ସଲବାଦ ମୁକ୍ତ ହେବ ଦେଶ● ମୋଦୀ ସରକାର ଆତଙ୍କବାଦ କିମ୍ବା ଆତଙ୍କବାଦୀଙ୍କୁ ବରଦାସ୍ତ କରିବେ ନାହିଁ● କିଛି ଲୋକ ନିଜ ଠକେଇ ଏବଂ ଦୁର୍ନୀତିକୁ ଲୁଚାଇବା ପାଇଁ ଭାଷାର ବ୍ୟବହାର
Read More...

କାଳବୈଶାଖୀ ବର୍ଷାରେ ଭିଜିବ ଓଡ଼ିଶା

ଭୁବନେଶ୍ୱର : ଆଜି ରାଜ୍ୟର ୪ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଅଛି । କାଳବୈଶାଖୀ ପ୍ରଭାବ ମୟୂରଭଞ୍ଜ, କେନ୍ଦୁଝର,ବାଲେଶ୍ୱର ଓ ଭଦ୍ରକରେ ଭାରୀ ବର୍ଷା ହେବ । ଆଉ ୧୨ ଜିଲ୍ଲାରେ ବର୍ଷା ୫୦ରୁ ୬୦ କିମି ବେଗରେ ପବନ ବହିବା ସହ ବିଜୁଳି ଓ ଘଡ଼ଘଡ଼ି ସମ୍ଭାବନା ଅଛି । ପାଣିପାଗ ବିଭାଗ ଏଭଳି
Read More...

ଦେଶର ୧ ବିଲିୟନ ଟନ୍ କୋଇଲା ଉତ୍ପାଦନର ଐତିହାସିକ ସଫଳତାକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭାରତର ୧ ବିଲିୟନ ଟନ୍ କୋଇଲା ଉତ୍ପାଦନର ଐତିହାସିକ ସଫଳତାକୁ ପ୍ରଶଂସା କରିଛନ୍ତି, ଯାହା ଶକ୍ତି ସୁରକ୍ଷା, ଆର୍ଥିକ ଅଭିବୃଦ୍ଧି ଏବଂ ଆତ୍ମନିର୍ଭରଶୀଳତା ପ୍ରତି ଦେଶର ଗୁରୁତ୍ୱପୂର୍ଣ୍ଣ ପ୍ରତିବଦ୍ଧତାକୁ ଦର୍ଶାଉଛି । ଶ୍ରୀ ମୋଦୀ
Read More...

ଦେଓଗାଁ ଚିନିକଳ ସଂଘର୍ଷ ସମିତି

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଶିଶୁ ଉଦ୍ୟାନ ଠାରେ ଦେଓଗାଁ ଚିନିକଳ ପୁନରୁଦ୍ଧାର ସଂପର୍କରେ ତୀବ୍ର ଆଲୋଚନା ଚକ୍ର ହୋଇଯାଇଛି । ଏହି ବିଷୟରେ ଅନେକ ବୁଦ୍ଧିଜୀବୀ ନିଜର ମତାମତ ରଖିଥିଲେ । ଦେଓଗାଁ ଚିନିକଳର ଆବଶ୍ୟକତା ସଂପର୍କରେ ଆଲୋଚନା ହୋଇଥିଲା । ଏହି ବାବଦରେ ଏକ କମିଟି ଗଠନ କରାଯାଇଛି
Read More...

ଗୁଡିଘାଟ ପ୍ରାଥମିକ ସ୍ଵାସ୍ଥ୍ୟ କେନ୍ଦ୍ର ଆୟୁଷ ଡାକ୍ତରଙ୍କ କଳାବ୍ୟାଜ୍ ପିନ୍ଧି ପ୍ରତିବାଦ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲାର ବିଭିନ୍ନ ପିଏଚ୍‌ସି ଓ ସିଏଚ୍‌ସିମାନଙ୍କରେ କାର୍ଯ୍ୟରତ ଆୟୁଷ ଡାକ୍ତରମାନେ ଶୁକ୍ରବାରଠାରୁ କଳାବ୍ୟାଜ୍ ପିନ୍ଧି କାର୍ଯ୍ୟ କରୁଛନ୍ତି। । ସେମାନେ ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ଏଭଳି କଳାବ୍ୟାଜ୍ ପିନ୍ଧି କାର୍ଯ୍ୟ କରିବେ । ଦୀର୍ଘ
Read More...

ଦେଢ଼ବର୍ଷର ଶିଶୁ ନିଖୋଜ ଘଟଣା : ୧୧ ଦିନ ପରେ ଶିଶୁର ଗଳିତ ଶବକୁ ଠାବ କଲା ପୁଲିସ

ରାୟଗଡ଼ା, (ଅକ୍ଷୟ କୁମାର ପିଡ଼ିସିକା) : ଦେଢ଼ବର୍ଷର ଶିଶୁ ନିଖୋଜ ଘଟଣା । ୧୧ ଦିନ ପରେ ଠାବ ହେଲା ଶିଶୁର ଗଳିତ ଶବ । ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ସଦର ପଞ୍ଚାୟତ ୧୫ ନମ୍ବର ୱାର୍ଡ ଘାଗୁଡିମାଳ ଗ୍ରାମର ଅଜିତ ନାଗବଂଶଙ୍କ ନିଖୋଜ ପୁଅର ୧୧ ଦିନ ପରେ ଗଳିତ ଶବକୁ ଠାବ କଲା ପୋଲିସ ।
Read More...

ଗ୍ରୀଷ୍ମ ପ୍ରବାହ ପାଇଁ ପ୍ରସ୍ତୁତି ବୈଠକ : ପାଣି ସମସ୍ୟା ନେଇ ଗର୍ଜିଲେ ଲୋକ ପ୍ରତିନିଧି

ସଇଁତଲା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ସଇଁତଲା ବ୍ଲକ ସ୍ଥିତ ରାଜୀବ ଗାନ୍ଧୀ ସେବା କେନ୍ଦ୍ର ପରିସରରେ ବ୍ଲକସ୍ତରୀୟ ଗ୍ରୀଷ୍ମ ପ୍ରବାହ ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସଇଁତଲା ବିଡ଼ିଓ ପୁରୁଷୋତ୍ତମ ମିର୍ଦ୍ଧାଙ୍କ ଅଧ୍ୟକ୍ଷତା ଅନୁଷ୍ଠିତ ବୈଠକରେ ବ୍ଲକ
Read More...