ଭାରତୀ ବିଦ୍ୟାପୀଠ ବାର୍ଷିକ ଉତ୍ସବ ସହ କନିଷ୍ଠ କିରାଣୀଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା
ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ସହରରେ ଅବସ୍ଥିତ ଭାରତୀ ବିଦ୍ୟାପୀଠ ହାଇସ୍କୁଲ ପରିସରରେ ବାର୍ଷିକ ଉତ୍ସବ ସ୍କୁଲ୍ ଡି.ଡି.ଓ ସୁଚିତ୍ରା ପାଣିଗ୍ରାହୀଙ୍କ ସଭାପତିତ୍ୱରେ ବୁଧବାର ପାଳିତ ହୋଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ପ୍ରଶନ୍ନ କୁମାର ବେହେରା,!-->…
Read More...
Read More...