ଖପ୍ରାଖୋଲ ତହସିଲ ଅଞ୍ଚଳରେ ମାଳମାଳ ବେଆଇନ ଇଟାଭାଟି : ପ୍ରଶାସନ ଜରିମାନା ଆଦାୟ କରି ଚୁପ୍ଚାପ୍
ଖପ୍ରାଖୋଲ, (ଅଶୋକ କୁମାର ବାଗ) : ଖପ୍ରାଖୋଲ ତହସିଲ ଅଞ୍ଚଳର ବିଭିନ୍ନ ରାଜସ୍ୱ ଗ୍ରାମରେ ମାତିଛନ୍ତି ଇଟା ମାଫିଆ । ଖପ୍ରାଖୋଲ ବ୍ଲକର ବିଭିନ୍ନ ପଞ୍ଚାୟତରେ ମାଳମାଳ ବେଆଇନ ଇଟାଭାଟି ଗଢିଉଠିଛି । ଇଟାଭାଟି ଦ୍ୱାରା ପରିବେଶ ପ୍ରଦୂଷଣ ହେବା ସହ ତାପମାତ୍ରା ବୃଦ୍ଧି ପାଇ ପରିବେଶ ସନ୍ତୁଳନ!-->…
Read More...
Read More...