ମାଙ୍କଡ ମାନଙ୍କ ପାଇଁ ଦେବଦୂତ ସାଜିଲେ ଗୋଇମୁଣ୍ଡ ଶାଖା ପୋଷ୍ଟମାଷ୍ଟର

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ଡ଼ହଡ଼ହ ଖରା ସାଙ୍ଗକୁ ଅସହ୍ୟ ଗୁଳୁଗୁଳି । ଚଳିତ ବର୍ଷ ଗ୍ରୀଷ୍ମର ପ୍ରକୋପ ମାର୍ଚ୍ଚ ଆରମ୍ଭରୁ ଦେଖାଇଥିବା ବେଳେ ଖରା ତାତି ବୃଦ୍ଧି ପାଉଛି । ଖରା ଯୋଗୁଁ ରାସ୍ତାଘାଟ ପୁରା ଶୂନଶାନ ହୋଇପଡୁଥିବା ବେଳେ ଜନ ଜୀବନ ଅସ୍ତବ୍ୟସ୍ତ ହେବାରେ ଲାଗିଛି । ମଣିଷ
Read More...

ସଂଶୋଧିତ ରାଷ୍ଟ୍ରୀୟ ଗୋକୁଳ ମିଶନର କାର୍ଯ୍ୟକାରିତାକୁ କ୍ୟାବିନେଟ ମଞ୍ଜୁରୀ

୨୦୨୪-୨୫ ଏବଂ ୨୦୨୫-୨୬ ବର୍ଷ ପାଇଁ ୧୦୦୦ କୋଟି ଟଙ୍କାର ଅତିରିକ୍ତ ବଜେଟ୍‌ ଆବଣ୍ଟନ ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ପ୍ରାଣୀସମ୍ପଦ କ୍ଷେତ୍ରରେ ଅଭିବୃଦ୍ଧିକୁ ପ୍ରୋତ୍ସାହନ ଦେବା ଲାଗି ସଂଶୋଧିତ
Read More...

କପିଲାଭଟାରେ ଷୋହଲ ପ୍ରହରୀ ନାମଯଜ୍ଞ : ନୂତନ ପରିଚାଳନା କମିଟୀ ଗଠିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ବ୍ଲକ କପିଲାଭଟା ବରଗଛ ପଡାରେ ପ୍ରତିବର୍ଷ ଚଳିତ ବର୍ଷ ମଧ୍ୟ ଶ୍ରୀ ଶ୍ରୀ ଷୋହଲ ପ୍ରହରୀ ନାମଯଜ୍ଞ ପାଇଁ ନୂତନ ପରିଚାଳନା କମିଟୀ ୨୦୨୫ ଗଠିତ ହୋଇଯାଇଛି । ଏଥିରେ ଭୂରିଶ୍ରବା ବିଶିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା
Read More...

ଓଡ଼ିଶାରେ ମତ୍ସ୍ୟ ଚାଷର ବିକାଶ

ନୂଆଦିଲ୍ଲୀ, (ପିଆଇବି) : ଭାରତ ସରକାରଙ୍କ ମତ୍ସ୍ୟ, ପଶୁପାଳନ ଓ ଦୁଗ୍ଧ ଉତ୍ପାଦନ ମନ୍ତ୍ରଣାଳୟର ମତ୍ସ୍ୟ ବିଭାଗ (ଡିଓଏଫ) ଓଡ଼ିଶା ସମେତ ସମସ୍ତ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରେ ୨୦୨୦-୨୧ରୁ ୨୦୨୪-୨୫ ପର୍ଯ୍ୟନ୍ତ ପାଞ୍ଚ ବର୍ଷ ପାଇଁ ପ୍ରଧାନମନ୍ତ୍ରୀ ମତ୍ସ୍ୟ ସମ୍ପଦ ଯୋଜନା
Read More...

କମ୍‌ ମୂଲ୍ୟର ଭୀମ-ୟୁପିଆଇ ନେଣଦେଣ (ପିଟୁଏମ) ଲାଗି ଆର୍ଥିକ ପ୍ରୋତ୍ସାହନ ଯୋଜନାକୁ
କେନ୍ଦ୍ର କ୍ୟାବିନେଟ ମଞ୍ଜୁରୀ

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍‌ ବୈଠକରେ ୨୦୨୪ - ୨୫ ବର୍ଷ ପାଇଁ ‘ବ୍ୟକ୍ତିରୁ ବ୍ୟବସାୟୀଙ୍କୁ (ପିଟୁଏମ) କମ୍ ମୂଲ୍ୟର ଭୀମ-ୟୁପିଆଇ ନେଣଦେଣକୁ ପ୍ରୋତ୍ସାହିତ କରିବା ଲାଗି ଆର୍ଥିକ ପ୍ରୋତ୍ସାହନ ଯୋଜନା’କୁ
Read More...

ହଂକଂ ଫିଲ୍ମମାର୍ଟରେ ଭାରତ ପାଭିଲିଅନର ଐତିହାସିକ ପଦାର୍ପଣ

ହଂକଂରେ ପ୍ରଥମ ଭାରତ ପାଭିଲିଅନକୁ ଉଦ୍‌ଘାଟନ କରିଛନ୍ତି ଭାରତର କନସୁଲ ଜେନେରାଲପାଭିଲିଅନ୍ ଭାରତୀୟ ଚଳଚ୍ଚିତ୍ର ପାଇଁ ବିଶ୍ୱସ୍ତରୀୟ ଭାଗିଦାରୀର ନୂତନ ଯୁଗକୁ ପ୍ରତିନିଧିତ୍ୱ କରୁଥିବା କହିଛନ୍ତି ଭାରତର କନସୁଲ୍ ଜେନେରାଲ୍ ମହାମହିମ ସୁଶ୍ରୀ ସତୱନ୍ତ ଖାନାଲିଆ ମୁମ୍ବାଇ, (ପିଆଇବି) :
Read More...

ଛତ୍ରପୁରର ଅଗ୍ରଣୀ ପ୍ରତିଭା ଆବାସିକ ମହାବିଦ୍ୟାଳୟର : ଯୁକ୍ତ ଦୁଇ ଦ୍ୱିତୀୟବର୍ଷ ଛାତ୍ରଛାତ୍ରୀଙ୍କୁ ବିଦାୟ…

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ଜିଲ୍ଲାର ସଦର ମହକୁମା ଛତ୍ରପୁର ଠାରେ ଅବସ୍ଥାପିତ ଏକମାତ୍ର ଆବାସିକ ମହାବିଦ୍ୟାଳୟ ପ୍ରତିଭା କଲେଜ ରେ ଯୁକ୍ତଦୁଇ ଦ୍ୱିତୀୟବର୍ଷ ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା ସମାରୋହରେ ବର୍ଣ୍ଣାଢ଼୍ୟ ଉତ୍ସବ ଗତ ମଙ୍ଗଳବାର ସନ୍ଧ୍ୟାରେ ଆୟୋଜିତ
Read More...

କ୍ୟାବିନେଟ୍‌ ଆମର ନାମରୂପସ୍ଥିତ ବ୍ରହ୍ମପୁତ୍ର ଭ୍ୟାଲି ଫର୍ଟିଲାଇଜର କର୍ପୋରେସନ୍ ଲିମିଟେଡ୍ (ବିଭିଏଫସିଏଲ୍) ପରିସରରେ…

ନୂଆଦିଲ୍ଲୀ, (ପିଆଇବି) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ୍ ଆସାମର ନାମରୂପସ୍ଥିତ ବ୍ରହ୍ମପୁତ୍ର ଭ୍ୟାଲି ଫର୍ଟିଲାଇଜର କର୍ପୋରେସନ୍ ଲିମିଟେଡ୍ (ବିଭିଏଫ୍ସିଏଲ୍) ପରିସରରେ ବାର୍ଷିକ ୧.୨୭ ନିୟୁତ ମେଟ୍ରିକ ଟନ୍ (ଏଲ୍ଏମଟି) ବିଶିଷ୍ଟ ଏକ ନୂତନ
Read More...

ଆଜିଠୁ କାଳବୈଶାଖି

ଭୁବନେଶ୍ୱର : ୨୩ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖି ପ୍ରଭାବରେ ବର୍ଷା ଘଡଘଡ଼ି ସମ୍ଭାବନା । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି। କାଳବୈଶାଖୀ ପ୍ରଭାବରେ ଦିନର ସର୍ବୋଚ୍ଚ ତାପମାତ୍ରା ହ୍ରାସ ପାଇଛି । ଆସନ୍ତା ଦୁଇ ଦିନ ମଧ୍ୟରେ
Read More...

କଣାସ କଲେଜ ୧୯୯୫ ସ୍ନାତକ ବନ୍ଧୁମିଳନ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ ) : କଣାସ କଲେଜ ୧୯୯୫ ସ୍ନାତକ ବ୍ୟାଚ୍‌ ଛାତ୍ରଛାତ୍ରୀମାନଙ୍କର ବନ୍ଧୁମିଳନ ସମାବେଶ କଣାସ ବ୍ଲକର ଗଡ଼ସାନପୁଟସ୍ଥିତ ମା’ ଜାଗୁଳେଇ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏହି ସମାବେଶରେ ସୁକାନ୍ତ କୁମାର ରାଉତ ଅଧ୍ୟକ୍ଷତା କରିଥିଲେ । ଅଧ୍ୟାପକ
Read More...