ପାଟଣାଗଡ଼ର ପୂର୍ବତନ ବିଧାୟକ ସରୋଜ ବଲାଙ୍ଗିର ଜିଲ୍ଲା ବିଜେଡ଼ି ସଭାପତି
ବଲାଙ୍ଗିର, (କେପିଏନ୍ଏସ୍) : ପାଟଣାଗଡ଼ର ପୂର୍ବତନ ବିଧାୟକ ସରୋଜ କୁମାର ମେହେର ବଲାଙ୍ଗିର ଜିଲ୍ଲା ବିଜେଡ଼ି ସଭାପତି ଭାବେ ମନୋନୀତ ହୋଇଛନ୍ତି । ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକ ସରୋଜଙ୍କ ଉପରେ ଭରସା ରଖି ତାଙ୍କୁ ଗୁରୁ ଦାୟିତ୍ୱ ପ୍ରଦାନ କରିଛନ୍ତି । ବଲାଙ୍ଗିର ଜିଲ୍ଲାରେ ଏବେ!-->…
Read More...
Read More...