ଆରୁହାବୃତ୍ତି ନଂ -୧ ନୋଡ଼ାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ

ଭୋଗରାଇ, (ଶିବନାରାୟଣ ପାତ୍ର) : ଆରୁହାବୃତ୍ତି ନଂ-୧ ଗ୍ରାମପଞ୍ଚାୟତ ଅଧିନ ସେହି ଗ୍ରାମର ନୋଡ଼ାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ଆଜି ବାର୍ଷିକ ଉତ୍ସବ ଏବଂ ପୁରସ୍କାର ବିତରଣୀ ସଭା ଅନୁଷ୍ଠିତ ହୋଇଯାଇଛି । ଏହି ସଭାରେ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନଶିକ୍ଷକ ସଞ୍ଜୟ କୁମାର ଗିରି
Read More...

ରାଷ୍ଟ୍ରୀୟ ଲୋକ ଅଦାଲତରେ ଉତ୍କଳ ଗ୍ରାମୀଣ ବ୍ୟାଙ୍କ ତରଫରୁ ଋଣର ସରଳ ସମାଧାନ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ବଲାଙ୍ଗିର ଜିଲ୍ଲା ତାଲୁକ୍‌ ଆଇନ ବଙ୍ଗଳା ଠାରେ ରାଷ୍ଟ୍ରୀୟ ଲୋକ ଅଦାଲତ ଦିବସ ଅବସରରେ ଉତ୍କଳ ଗ୍ରାମୀଣ ବ୍ୟାଙ୍କ ବଲାଙ୍ଗିର ଶାଖା, ବିଲେଇସର୍ଡା ଶାଖା, ଛତାମଖନା ଶାଖା, ଚନ୍ଦନଭାଟି ଶାଖା, ଚୁଡାପାଲି ଶାଖା, ଶିବତଲା ଶାଖା, ମହିମୁଣ୍ଡା ଶାଖା,
Read More...

ବଲାଙ୍ଗିର ବି.ଏସ୍‌ ଏରୋବିକ୍‌ ଓ ଫିଟ୍‌ନେସ୍‌ର ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ମାଗଣା ଆତ୍ମରକ୍ଷା ତାଲିମ ଶିବିର

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଆଜି ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ମାଗଣା ଆତ୍ମରକ୍ଷା ତାଲିମ ଶିବିର ବଲାଙ୍ଗିର ଟିକ୍ରାପଡା ସ୍ଥିତ ବିଏସ୍‌ ଏରୋବିକ ଓ ଫିଟନେସ ଦ୍ୱାରା ଆୟୋଜନ କରାଯାଇଛି । ଏହି ଅନୁଷ୍ଠାନର ନିର୍ଦ୍ଦେଶିକା ସୁଶ୍ରୀ ସ୍ୱାତି ପଟ୍ଟନାୟକ ଏକ ନିଃଶୁଳ୍କ ତାଲିମ ଶିବିର
Read More...

ରୋତ କଲେଜରେ ଆନ୍ତର୍ଜାତିକ ମହିଳା ଦିବସ ପାଳିତ

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଗଲପୁର ପଞ୍ଚାୟତ ସମିତି ମହାବିଦ୍ୟାଳୟ, ବାଣୀନିକେତନ, ରୋତ, ଜିଲ୍ଲା-ବଲାଙ୍ଗିରର ୟୁଥ୍ ରେଡକ୍ରସ ଓ ରେଡ୍ ରିବନ୍ କ୍ଲବ ତରଫରୁ ଆନ୍ତର୍ଜାତିକ ମହିଳା ଦିବସ ପାଳିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଦୀପ କୁମାର ଷଡଙ୍ଗୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ
Read More...

ବରକାନୀରେ ମହିଳା ଦିବସ ପାଳିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ସ୍ଥାନୀୟ ବଲାଙ୍ଗିର ବ୍ଲକ ଅନ୍ତର୍ଗତ ବରକାନୀ ପଂଚାୟତ ଅଫିସ ସଭାଗୃହ ଠାରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି । ଜନ ଶିକ୍ଷଣ ସଂସ୍ଥାନ ବଲାଙ୍ଗିର ଦ୍ୱାରା ଆୟୋଜିତ ସଭାରେ ସରପଂଚ ବଳଦେବ ସାହୁ ମୁଖ୍ୟ ଅତିଥି ଭାବରେ ଯୋଗଦେଇ କହିଥିଲେ ଯେ, ନାରୀ ଆଉ
Read More...

ଆନ୍ତର୍ଜାତିକ ମହିଳା ଦିବସ ପାଳନ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡିଆ) : ପ୍ରତିବର୍ଷ ମାର୍ଚ୍ଚ ୮ରେ ପାଳନ କରାଯାଉଥିବା "ଆନ୍ତର୍ଜାତୀୟ ମହିଳା ଦିବସ" ହେଉଛି ମହିଳାମାନଙ୍କ ସଫଳତାକୁ ସମ୍ମାନ ଦେବା, ସମାଜରେ ସେମାନଙ୍କର ଅବଦାନକୁ ସ୍ୱୀକୃତି ଦେବା ଏବଂ ଲିଙ୍ଗଗତ ସମାନତା ପାଇଁ ଏକ ବିଶ୍ୱସ୍ତରୀୟ ଉତ୍ସବ ପାଳନ କରିବା । ଏହି
Read More...

ଜିଲ୍ଲା ସ୍ତରୀୟ ସୁଭଦ୍ରା ଯୋଜନାର ଦ୍ୱିତୀୟ କିସ୍ତି ପ୍ରଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ

ସୁନ୍ଦରଗଡ଼, (ସସ୍ମିତା ପ୍ରଧାନ) : ସ୍ଥାନୀୟ ସଂସ୍କୃତି ଭବନ ପରିସରରେ ଆଜି ଜିଲ୍ଲା ସ୍ତରୀୟ ସୁଭଦ୍ରା ଯୋଜନା ଅନ୍ତର୍ଗତ ଦ୍ୱିତୀୟ କିସ୍ତି ପ୍ରଦାନ ଉତ୍ସବ ଆନ୍ତର୍ଜାତିକ ମହିଳା ଦିବସ ପାଳନ ଅବସରରେ ଆୟୋଜିତ ହୋଇଯାଇଛି । ଏହି ବିଶାଳ ସମାବେଶରେ ଉପ-ବାଚସ୍ପତି, ଓଡ଼ିଶା ବିଧାନସଭା ଭବାନୀ
Read More...

ଏକକ ବ୍ୟବହୃତ ପ୍ଲାଷ୍ଟିକ ମୁକ୍ତ ସଚେତନତା

ବଲାଙ୍ଗିର, (କେପିଏନ୍‌ଏସ୍‌) : ଆଜି ପଂଚାୟତ ଉଚ୍ଚ ବିଦ୍ୟାଳୟ, ବନ୍ଧପଡ଼ାଠାରେ ପରିବେଶ ଶିକ୍ଷା କେନ୍ଦ୍ର ଭୁବନେଶ୍ୱର ତରଫରୁ ଏକକ ବ୍ୟବହୃତ ପ୍ଲାଷ୍ଟିକ ମୁକ୍ତ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଆନନ୍ଦ ବଡ଼ପଣ୍ଡାଙ୍କ ତତ୍ୱାବଧାନରେ ଛାତ୍ରଛାତ୍ରୀ ଓ
Read More...

ଆନ୍ତର୍ଜାତୀୟ ମହିଳା ଦିବସ ପାଳନ

ରାୟଗଡ଼ା, (ଅକ୍ଷୟ କୁମାର ପିଡ଼ିସିକା) : ଅଖିଳ ଭାରତ ପ୍ରଗତିଶୀଳ ମହିଳା ଆସୋସିଏସନ ପକ୍ଷରୁ ଗୁଣପୁର ବ୍ଲକ ଅନ୍ତର୍ଗତ ଗୋଠଲପଦର ପଞ୍ଚାୟତର କୁକୁରୁଗୁଡା ଗାଁରେ ଆନ୍ତର୍ଜାତୀୟ ମହିଳା ଦିବସ ପାଳନ କରାଯାଇଛି । ମହିଳା ଆନ୍ଦୋଳନର ଆରମ୍ଭ (୧୯୦୮-୧୯୧୦) ଅନ୍ତର୍ଜାତୀୟ ନାରୀ ଦିବସର ପ୍ରଥମ ଚିହ୍ନ
Read More...

ତୁରେକେଲା ବ୍ଲକର ବିଭିନ୍ନ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳିତ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ତୁରେକେଲା ଆଞ୍ଚଳିକ ସାଧନ କେନ୍ଦ୍ର ଅନ୍ତର୍ଗତ ଗଞ୍ଜାଉଡାର ଓ ବାଗବେଲ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳିତ ହୋଇଥିଲା । ଗଞ୍ଜାଉଡାର ପ୍ରାଥମିକ ବିଦ୍ୟାଳୟର ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ପ୍ରକାଶ ହଂସଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ
Read More...