ଡ଼. ଦୈତାରି ପୂଜାରୀ ପାଇଲେ ରାଜ୍ୟପାଳ ପୁରସ୍କାର
ବଲାଙ୍ଗିର, (କେପିଏନ୍ଏସ୍) : ବଲାଙ୍ଗିର ଜିଲ୍ଲା ଯୁଧିଷ୍ଠିର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ସଂସ୍କୃତ ଅଧ୍ୟାପକ ତଥା ଯୁବ ରେଡକ୍ରସ୍ ସଂଯୋଜକ ଡ଼. ଦୈତାରି ପୂଜାରୀ ରାଜ୍ୟର ଶ୍ରେଷ୍ଠ ପରାମର୍ଶଦାତା ଭାବେ ମହାମହିମ ରାଜ୍ୟପାଳଙ୍କ ଠାରୁ ପୁରସ୍କୃତ ହୋଇଛନ୍ତି । ଭୁବନେଶ୍ଵର ରାଜଭବନର ନୂଆ!-->…
Read More...
Read More...