ଅଟୋ ଉପରେ ଗଛ ପଡି : ୨ ମୃତ
ବଲାଙ୍ଗିର, (କେପିଏନ୍ଏସ୍) : ବଲାଙ୍ଗିର ପୁଇଁନ୍ତଳା ଥାନା କାସାବାହାଲ ଛକରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ଅଟୋ ଉପରେ ଗଛ ପଡି ୨ଜଣଙ୍କ ମୃତ୍ୟୁ ହୋଇଛି । ବର୍ତ୍ତମାନ ସୁଦ୍ଧା ମୃତକଙ୍କ ପରିଚୟ ମିଳିପାରିନାହିଁ । ସ୍ଥାନୀୟ ଲୋକେ ଏହା ଦେଖି ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ ।!-->…
Read More...
Read More...