ବାଞ୍ଜିପାଲି ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳିତ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ତୁରେକେଲା ଆଞ୍ଚଳିକ ସାଧନ କେନ୍ଦ୍ର ଅନ୍ତର୍ଗତ ସରକାରୀ ପ୍ରାଥମିକ ବିଦ୍ୟାଳୟ ବାଞ୍ଜିପାଲି ପରିସରରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ପାଳିତ ହୋଇଯାଇଥିଲା । ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଡାଳିମ୍ବ ମେହେରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ତୁରେକେଲା
Read More...

ରାଧାରମଣ ନଗର ସ୍କୁଲର ବାର୍ଷିକ ଉତ୍ସବ ଅନୁଷ୍ଠିତ

ବଲାଙ୍ଗିର, (ଦେବାଶିଷ ମିଶ୍ର) : ବଲାଙ୍ଗିର ବ୍ଲକ ଅନ୍ତର୍ଗତ ରାଧାରମଣ ନଗର ଗନ୍ଧରେଲ ୟୁପି ସ୍କୁଲର ବାର୍ଷିକ ଉତ୍ସବ ପ୍ରଧାନ ଶିକ୍ଷୟଶତ୍ରୀ ଯୋଗମୁଦ୍ରା ହୋତାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟଅତିଥି କବି ତଥା ଓକିଲ ସୁଶାନ୍ତ ବାଗ, ମୁଖ୍ୟବକ୍ତା ଅବସରପ୍ରାପ୍ତ ଶିକ୍ଷକ
Read More...

ଜିଲ୍ଲା ଭିନ୍ନକ୍ଷମ ପୁନର୍ବାସ କେନ୍ଦ୍ରର ଉନ୍ନତିକରଣ ଏବଂ ଅତ୍ୟାଧୁନିକ ପୁନର୍ବାସ କେନ୍ଦ୍ରର ଶୁଭ ଉଦ୍‌ଘାଟନ

ବାରିପଦା, (ଦେବସ୍ମିତ ଚୌଧୁରୀ) : ଆଜି ଜିଲ୍ଲା ପ୍ରଶାସନର ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଆନୁକୂଲ୍ୟରେ ବାରିପଦା ସ୍ଥିତ ଜିଲ୍ଲା ଭିନ୍ନକ୍ଷମ ପୁନର୍ବାସ କେନ୍ଦ୍ର ପରିସରରେ ଜିଲ୍ଲା ଭିନ୍ନକ୍ଷମ ପୁନର୍ବାସ କେନ୍ଦ୍ରର ଉନ୍ନତିକରଣ ଏବଂ ନୂତନ ଅତ୍ୟାଧୁନିକ ପୁନର୍ବାସ
Read More...

ହଲନଭଟା ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳିତ

କଣ୍ଟାବାଞ୍ଜି, (କେପିଏନ୍‌ଏସ୍‌) : ଗଇନ୍ଦିମାଲ ଆଞ୍ଚଳିକ ସାଧନ କେନ୍ଦ୍ର ଅନ୍ତର୍ଗତ ହଲନଭଟା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି ।ତୁରେକେଲା ବ୍ଲକ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଫକୀର ଚରଣ ବିଶିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ସରପଞ୍ଚ ରଶ୍ମିତା
Read More...

ମହିଳା ମହାବିଦ୍ୟାଳୟ ଶ୍ରେଣୀ କକ୍ଷ ଉଦ୍‌ଘାଟନ କଲେ ଖଣି ଓ ଇସ୍ପାତ : ପରିବହନ ଓ ବାଣିଜ୍ୟ ମନ୍ତ୍ରୀ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ଅନ୍ତର୍ଗତ ଯଶୋଦା ମହିଳା ମହାବିଦ୍ୟାଳୟର ନୂତନ ଶ୍ରେଣୀ ଗୃହ ଉଦ୍‌ଘାଟନ ଉତ୍ସବ ମଙ୍ଗଳାବାର ଅନୁଷ୍ଠିତ ହେଇଥିଲା । ମୁଖ୍ୟଅତିଥି ଭାବେ ଖଣି ଓ ଇସ୍ପାତ ପରିବହନ ଓ ବାଣିଜ୍ୟ ମନ୍ତ୍ରୀ ବିଭୂତି ଭୂଷଣ ଜେନା ମହୋଦୟ ଯୋଗଦେଇ
Read More...

ବିଦ୍ୟୁତ ଦେୟ ବର୍ଦ୍ଧିତ ନକରି ପ୍ରଚଳିତ ଦେୟ ଚାଲୁ ରଖିବାକୁ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ଜିଲ୍ଲାପାଳଙ୍କ ଜରିଆରେ…

ବଲାଙ୍ଗିର, (ଦେବାଶିଷ ମିଶ୍ର) : ଓଡ଼ିଶା ସରକାର ବିଦ୍ୟୁତ ଦେୟ ବୃଦ୍ଧି କରିବାକୁ ଯାଉଥିବା ନିଷ୍ପତ୍ତି ପ୍ରତିବାଦରେ ଅଖିଳ ଭାରତୀୟ ଗ୍ରାହକ ପଂଚାୟତ ଗତକାଲି ଆଭାସୀ ମାଧ୍ୟମରେ ହୋଇଥିବା ବୈଠକର ନିଷ୍ପତ୍ତି ଅନୁସାରେ ଆଜି ଜିଲ୍ଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଏହି ବୃଦ୍ଧି ନିଷ୍ପତ୍ତିର
Read More...

ବଙ୍ଗୋମୁଣ୍ଡା ପଞ୍ଚାୟତରେ ସୁଭଦ୍ରା ରାଲି ଅନୁଷ୍ଠିତ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଆଜି ସୁଭଦ୍ରା ରାଲି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମହିଳା ସଶକ୍ତିକରଣ ଓ ସାମାଜିକ କଲ୍ୟାଣ ବାର୍ତ୍ତା ଆଧାରରେ ଏହି ରାଲି ଅନୁଷ୍ଠିତ ହୋଇଯାଇଛି । ଏହି ରାଲିରେ ସମସ୍ତେ
Read More...

ହନୁମାନ ମନ୍ଦିର ପ୍ରତିଷ୍ଠା ଉତ୍ସବ ନେଇ ସାମ୍ବାଦିକ ସମ୍ମିଳନୀ

ବଙ୍ଗୋମୁଣ୍ଡା, (ଅର୍ଜୁନ କୁମାର ହଂସ) : ବଲାଙ୍ଗିର ଜିଲ୍ଲା ବଙ୍ଗୋମୁଣ୍ଡା ସତ୍ୟ ମହିମା ଆଶ୍ରମ ନିକଟସ୍ଥ ନବ ନିର୍ମିତ ହନୁମାନ ମନ୍ଦିରର ପ୍ରତିଷ୍ଠା ଓ ପ୍ରାଣ ପ୍ରତିଷ୍ଠା ଉତ୍ସବ ଆସନ୍ତା ୬ ତାରିଖରୁ ଆରମ୍ଭ ହୋଇ ୧୨ ତାରିଖ ଦିନ ଉଦ୍‌ଯାପିତ ହେବ । ୬ ତାରିଖ ସକାଳୁ କଳସ ଯାତ୍ରା,
Read More...

ଝିରପାଣିରେ ନିଃଶୁଳ୍କ ସ୍ୱାସ୍ଥ୍ୟ ସେବା ଶିବିର ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ବିଜୁ ପଟ୍ଟନାୟକ ଜୟନ୍ତୀ ଉପଲକ୍ଷେ ମାଁ ସର୍ବମଙ୍ଗଳା ଚାରିଟେବୁଲ ଟ୍ରଷ୍ଟ ଓ ହାଇଟେକ୍ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲର ମିଳିତ ଆନୁକୂଲ୍ୟରେ ଏକ ନିଃଶୁଳ୍କ ସ୍ୱାସ୍ଥ୍ୟ ସେବା ଶିବିର ଝିରପାଣି ସ୍ଥିତ ଶ୍ରୀଜଗନ୍ନାଥ ମନ୍ଦିର ସମ୍ମୁଖରେ ଅନୁଷ୍ଠିତ ହୋଇଯାଇଛି ।
Read More...

ବେକରେ ଦଉଡି ଲଗାଇ ଶ୍ରମିକଙ୍କ ଆତ୍ମହତ୍ୟା

ଖପ୍ରାଖୋଲ, (ଅଶୋକ କୁମାର ବାଗ) : ବଲାଙ୍ଗିର ଜିଲ୍ଲାରେ ଚାଞ୍ଚଲ୍ୟ । ବେକରେ ଦଉଡି ଲଗାଇ ଶ୍ରମିକଙ୍କ ଆତ୍ମହତ୍ୟା । ନୟାଗଡ ଜିଲ୍ଲାରୁ ବଲାଙ୍ଗିର ଜିଲ୍ଲାକୁ ଖଟିବାକୁ ଆସିଥିବା ଜଣେ ଦାଦନ ଶ୍ରମିକ ଆତ୍ମହତ୍ୟା କରିଥିବା ଘଟଣା ଅଞ୍ଚଳରେ ଚହଳ ସୃଷ୍ଟି କରିଛି । ସୂଚନା ଅନୁଯାୟୀ ନୟାଗଡ ଜିଲ୍ଲା
Read More...