ହାତୀ ଆକ୍ରମଣରେ ମୃତ ପାରାଗାର୍ଡଙ୍କ ଶୋକସନ୍ତପ୍ତ ପରିବାରଙ୍କୁ ଭେଟିଲେ କଣ୍ଟାବାଞ୍ଜି ବିଧାୟକ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଞ୍ଜ ଜଏଁତରା ସେକ୍ସନ ଗୋବିନ୍ଦପୁର ତିଖାଲୀ ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ୩୫ଟିକିଆ ହାତୀପଲ ଥିବା ବେଳେ ଗତ ମଙ୍ଗଳବାର ଏକ ଦନ୍ତା ହାତୀ ଘୁଷୁରାମୁଣ୍ଡା ଗ୍ରାମର ପାରାଗାର୍ଡ ଓଙ୍କାରୀ ବାଗ(୩୫)ଙ୍କୁ ଆକ୍ରମଣ କରିବାରୁ
Read More...

ବାବା ବଣିବକ୍ରେଶ୍ଵର ପୀଠରେ ବିଶ୍ୱଶାନ୍ତି ମହାଶୈବ ଯଜ୍ଞ ଉଦ୍‌ଯାପିତ

ଡେଲାଙ୍ଗ, (ଦିଲ୍ଲୀପ କୁମାର ଧାଉଡ଼ିଆ ) : ପୁରିଜିଲ୍ଲା ଡେ଼ଲାଙ୍ଗ ବ୍ଲକ ଅନ୍ତର୍ଗତ ଶ୍ରୀ ଶ୍ରୀ ବାବା ବଣିବକ୍ରେଶ୍ୱର ଦେବ ପବିତ୍ର ପୀଠ ସ୍ଥଳୀରେ ସୋମବାର ସନ୍ଧ୍ୟାରେ ବିଶ୍ୱଶାନ୍ତି ମହାଯଜ୍ଞ ପୁର୍ନ୍ନାହୁତି ସମାପିତ ହୋଇଯାଇଛି । ଆଠଦେଶ ଠାକୁର ତଥା ଆମ ଅଞ୍ଚଳର ଇଷ୍ଟ ଦେବ ବାବା
Read More...

ବିଦ୍ୟୁତ କର୍ମଚାରୀ ଏକତା ମଞ୍ଚର ଧାରଣା ଓ ବିକ୍ଷୋଭ

ବଲାଙ୍ଗିର, (ରାଜେଶ ଦଣ୍ଡସେନା) : ସ୍ଥାନୀୟ ପେଲେସ ଲାଇନ ବିଦ୍ୟୁତ ଅଧିକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଦ୍ୟୁତ କର୍ମଚାରୀ ଏକତା ମଞ୍ଚର ଧାରଣା ଓ ବିକ୍ଷୋଭ । ଏକତା ମଞ୍ଚ ପକ୍ଷରୁ ହିରାଖଣ୍ଡ ବିଦ୍ୟୁତ କର୍ମଚାରୀ ସଂଘର ଉପ ସଭାପତି ପବିତ୍ର ଖୁଣ୍ଟିଆଙ୍କ ନେତୃତ୍ଵରେ ଶହ ଶହ
Read More...

ଜିଲ୍ଲାସ୍ତରୀୟ ଯୁଗ୍ମ ଜନଶୁଣାଣୀ ଶିବିର ଅନୁଷ୍ଠିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଜିଲ୍ଲାସ୍ତରୀୟ ଜିଲ୍ଲାପାଳଙ୍କ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ସ୍ଥାନୀୟ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭାଗୃହଠାରେ ଅନୁଷ୍ଠିତ ହୋଇଥିଲା । ଏହି ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିରରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ଵ) ବଇତୁରା ଦୀପ
Read More...

ଆର୍ଥିକ ସଚେତନତା ଓ ଆର୍ଥିକ ଅନ୍ତର୍ଭୁକ୍ତିକରଣ କାର୍ଯ୍ୟକ୍ରମ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା ସଞ୍ଚୟ ଓ ଆର୍ଥିକ ସେବା ବିଭାଗ ତରଫରୁ ଦୁଆରସନୀ ଗ୍ରାମ ପଞ୍ଚାୟତରେ ଆର୍ଥିକ ସଚେତନତା ଓ ଆର୍ଥିକ ଅନ୍ତର୍ଭୁକ୍ତିକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସହକାରୀ ନିର୍ଦ୍ଦେଶକ ଜିଲ୍ଲା ଆର୍ଥିକ ସେବା ଓ ସ୍ୱଳ୍ପ ସଞ୍ଚୟ
Read More...

ପ୍ରଫେସର ଡ଼ଃ ଶଶିକାନ୍ତ ଆଚାର୍ଯ୍ୟଙ୍କ ବିୟୋଗ

ରାଉରକେଲା, (ସସ୍ମିତା ପ୍ରଧାନ) : ପ୍ରଫେସର ଡକ୍ଟର ଶଶିକାନ୍ତ ଆଚାର୍ଯ୍ୟ ଆଉ ଆମ ଗହଣରେ ନାହାନ୍ତି । ଡକ୍ଟର ଆଚାର୍ଯ୍ୟ ୧୯୪୦ ମସିହାରେ ଜଗତସିଂହପୁର ଜିଲ୍ଲାର ସରିଆବରପାଟଣାରେ ଜନ୍ମ ଗ୍ରହଣ କରିଥିଲେ । ଅଲଣାହାଟ ହାଇସ୍କୁଲ ରେ ପଢିବା ଦିନଠାରୁ ସମାଜସେବା ପ୍ରତି ଆଗ୍ରହୀ ହୋଇଥିଲେ ।
Read More...

କଟକ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି

ବାଙ୍କୀ : କଟକ ଜିଲ୍ଲାପାଳ ଦତ୍ତାତ୍ରୟ ଭାଉସାହେବ ଶିନ୍ଦେଙ୍କ ଅଧ୍ୟକ୍ଷତାରେ ସୋମବାର ବାଙ୍କୀ ବ୍ଲକରେ ଏକ ଜନ ଅଭିଯୋଗ ଶୁଣାଣି ଶିବିର ଆୟୋଜିତ ହୋଇଯାଇଛି । ଏହି ଶିବିରରେ ବାଙ୍କୀ ବ୍ଲକର ଜନସାଧାରଣ ଯୋଗଦେଇ ନିଜ ନିଜର ବ୍ୟକ୍ତିଗତ ଓ ସାମୁହିକ ସମସ୍ୟା ସମ୍ପର୍କରେ ଅବଗତ କରାଇଥିଲେ ।
Read More...

କନ୍ଧକେଲଗାଁରେ ବିଜେପିର ସାଙ୍ଗଠନିକ ବୈଠକ

ଦେଓଗାଁ, (ମନୀଷ କୁମାର ସାହୁ) : ଭାରତୀୟ ଜନତା ପାର୍ଟି ପକ୍ଷରୁ ସଇଁତଳା ବ୍ଲକ ଅନ୍ତର୍ଗତ କନ୍ଧକେଲଗାଁରେ ଏକ ସାଙ୍ଗଠନିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ପଞ୍ଚାୟତ ସ୍ତରୀୟ ଏକ କମିଟି ଗଠନ କରାଯାଇଥିଲା । ଏହି ବୈଠକରେ ପଞ୍ଚାୟତ ଅଧିନସ୍ଥ ସମସ୍ତ ଗାଁରୁ ଶତାଧିକ ସଦସ୍ୟ ଯୋଗଦେଇଥିଲେ ।
Read More...

ଟିଟିଲାଗଡ଼ର ମହାପ୍ରସିଦ୍ଧ ଶିବରାତ୍ରି ମେଳାର ପଡ଼ିଲା ପୂର୍ଣ୍ଣାହୁତି

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଓଡ଼ିଶାର ସର୍ବପୁରାତନ ଶୈବପୀଠ ଭାବେ ନିଜର ପରିଚୟ ସୃଷ୍ଟି କରିଥିବା ଟିଟିଲାଗଡ଼ର ପ୍ରସିଦ୍ଧ ଧବଳେଶ୍ଵର ପୀଠରେ ଚଳିତ ବର୍ଷ ମଧ୍ୟ ମହା ଶିବରାତ୍ରି ମେଳା ମହାଆଡ଼ମ୍ବରରେ ପାଳିତ ହୋଇଯାଇଛି । ଫେବୃଆରୀ ୨୫ ତାରିଖରୁ ଅଧିବାସ, ୨୬ରେ ଜାଗର ଯାତ୍ରା ଠାରୁ
Read More...

ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର ହେଲା ଯୁବକଙ୍କ ମୃତଦେହ

କୁଚିଣ୍ଡା : ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଥାନା କୁଇଲାରୀଯୋର ବିଭତ୍ସ ହତ୍ୟାକାଣ୍ଡ । ଗାଁର ଜଣେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଅତି ନିର୍ମମ ଭାବରେ ହାଣି ହତ୍ୟା କରାଯାଇଛି । ରକ୍ତ ଜୁଡୁବୁଡୁ ଅବସ୍ଥାରେ ଯୁବକଙ୍କ ମୃତ ଦେହ ଉଦ୍ଧାର କରାଯାଇଥିବାବେଳେ ସୂଚନା ଯୋଗ୍ୟ ଯେ ମୃତକ ଗଜିନ୍ଦ୍ର କିଶାନ
Read More...