ତୈଳିକ ବୈଶ୍ୟ ସମାଜର ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ
ବଲାଙ୍ଗିର, (କେପିଏନ୍ଏସ୍) : ବଲାଙ୍ଗିର ଜିଲ୍ଲା ତୈଳିକ ବୈଶ୍ୟ ସମାଜ ପକ୍ଷରୁ ରବିବାର ଦିନ ଏକ ପରିବର୍ଦ୍ଧିତ କାର୍ଯ୍ୟକାରିଣୀ ବୈଠକ ଶାନ୍ତିପଡ଼ା ସ୍ଥିତ ତୈଳିକ ବୈଶ୍ୟ ସମାଜର କଲ୍ୟାଣ ମଣ୍ଡପରେ ଜିଲ୍ଲା ସଭାପତି ଉମାକାନ୍ତ ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା । ସଭାରେ ଜିଲ୍ଲାର!-->…
Read More...
Read More...