ଝାରବନ୍ଧ ସ୍ନାତକ ମହାବିଦ୍ୟାଳୟର ବାର୍ଷିକ ଉତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ଝାରବନ୍ଧ ପଞ୍ଚାୟତ ସମିତି ସ୍ନାତକ ମହାବିଦ୍ୟାଳୟର ବାର୍ଷିକ ଉତ୍ସବ ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି । କଲେଜ ଅଧ୍ୟକ୍ଷ ଶ୍ୟାମ ସୁନ୍ଦର ବେହେରାଙ୍କ ସଭାପତିତ୍ୱରେ ମୁଖ୍ୟଅତିଥି ଭାବେ ବରଗଡ ସାଂସଦ ପ୍ରଦୀପ କୁମାର ପୁରୋହିତ ଯୋଗଦାନ…
Read More...

ଶ୍ରୀରାମ ଗାଁ ଠାରେ ଯୁବକଙ୍କୁ ଧକ୍କା ଦେଇ ଦୁର୍ଘଟଣା ଗ୍ରସ୍ତ ହେଲେ ବାଇକ ଆରୋହି

ବୋଙ୍ଗମୁଣ୍ଡା : ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୨ ଗୁରୁତର । ରାସ୍ତାରେ ଚାଲି ଚାଲି ଯାଉଥିବା ଯୁବକଙ୍କୁ ଧକ୍କା ଦେଇ ନିଜେ ଦୁର୍ଘଟଣାର ଶିକାର ହେଲେ ବାଇକ ଆରୋହୀ । ଖଡ଼ିଆଳ-ଭବାନୀପାଟଣା ଶ୍ରୀରାମ ଗାଁ ଠାରେ ଏମିତି ଏକ ଘଟଣା ଦେଖିବାକୁ ମିଳିଛି । ତେବେ ୨ ଗୁରୁତରଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର…
Read More...

ଆସନ୍ତାକାଲି ଚାମ୍ପିଅନ୍ସ ଟ୍ରଫି ଟୁର୍ଣ୍ଣାମେଣ୍ଟରେ ଭାରତ-ପାକ୍ ମୁହାଁମୁହିଁ

ନୂଆଦିଲ୍ଲୀ : ଚାମ୍ପିଅନ୍ସ ଟ୍ରଫି ଟୁର୍ଣ୍ଣାମେଣ୍ଟ ଜାରି ରହିଛି । ଭାରତ ବାଂଲାଦେଶ ବିପକ୍ଷରେ ପ୍ରଥମ ମ୍ୟାଚ ଖେଳି ବିଜୟ ଅଭିଯାନ ଆରମ୍ଭ କରିଛି । ଦ୍ୱିତୀୟ ମ୍ୟାଚରେ ପାରମ୍ପରିକ ପ୍ରତିଦ୍ୱନ୍ଦୀ ପାକିସ୍ତାନକୁ ଭେଟିବ ଭାରତ । ଆସନ୍ତାକାଲି (ରବିବାର) ଏହି ହାଇଭୋଲ୍ଟେଜ ମ୍ୟାଚ୍ ଖେଳାଯିବ ।…
Read More...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ୨ ମୃତ

ଭୁବନେଶ୍ୱର : ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୨ ମୃତ । ସୂଚନା ଅନୁଯାୟୀ, ବ୍ରହ୍ମପୁରରୁ ଏକ କାର୍‌ ଯୋଗେ କିଛି ଲୋକ ଭୁବନେଶ୍ୱର ଫେରୁଥିଲେ । ଗଙ୍ଗପଡ଼ା ଜାତୀୟ ରାଜପଥ ନିକଟରେ କାର୍‌କୁ ଏକ ଟ୍ରକ ଜୋରଦାର ଧକ୍କା ଦେଇଥିଲା । ଫଳରେ କାର୍‌ଟି ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡିଥିଲା ।…
Read More...

ଗ୍ୟାସ୍ ଲିକ୍‌ରୁ ଅଗ୍ନିକାଣ୍ଡ, ଜଳିଗଲା ଦୋକାନ

ବ୍ରହ୍ମପୁର : ଗ୍ୟାସ୍ ଲିକ୍‌ରୁ ଅଗ୍ନିକାଣ୍ଡ, ଜଳିଗଲା ଅନେକ ଦୋକାନ । ବ୍ରହ୍ମପୁର ଉପକଣ୍ଠ ଲାଠି ଗାଁ ବଜାରରେ ଅଗ୍ନିକାଣ୍ଡ । ହୁ ହୁ ହୋଇ ଜଳିଗଲା ମୁଖ୍ୟ ବଜାରରେ ଥିବା ୪ଟି ଦୋକାନ । ଗ୍ୟାସ୍‌ ଲିକ୍‌ ହୋଇ ଅଗ୍ନିକାଣ୍ଡ ହେବା ପରେ ପୁରା ବଜାରରେ ନିଆଁ ଲାଗିଥିବା ସୂଚନା ମିଳିଛି । ତେବେ…
Read More...

ମାଣ୍ଡୋସିଲ କ୍ରିକେଟ ଟୁର୍ଣ୍ଣାମେଣ୍ଟର ପ୍ରସ୍ତୁତି ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଅନ୍ତର୍ଗତ ମାଣ୍ଡୋସିଲ ଗ୍ରାମରେ ଆସନ୍ତା ୨୬. ୦୨ ରୁ ୨୩ . ୦୩ . ୨୦୨୫ ରିଖ ପର୍ଯ୍ୟନ୍ତ ହେବାକୁ ଥିବା ୨୪ ତମ କ୍ରିକେଟ ଟୁର୍ଣ୍ଣାମେଣ୍ଟର ପ୍ରସ୍ତୁତି ବୈଠକ ପୂର୍ବତନ କ୍ରିକେଟର ଦେବସିଂ ଭରାସାଗରଙ୍କ ସଭାପତିତ୍ୱରେ…
Read More...

ଦର୍ଲିପଡା ସରକାରୀ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ମାଣ୍ଡୋସିଲ ପଞ୍ଚାୟତ ଅଧିନସ୍ଥ ଦର୍ଲିପଡା ସରକାରୀ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବରଗଡ ସାଂସଦ ପ୍ରଦୀପ ପୁରୋହିତ, ସମ୍ମାନିତ ଅତିଥି ଅବସର ପ୍ରାପ୍ତ…
Read More...

ମୁରିବାହାଲ କ୍ଳଷ୍ଟରସ୍ତରୀୟ ଦ୍ଵିଦିବସୀୟ ଶିକ୍ଷଣ ସାମଗ୍ରୀ କର୍ମଶାଳା ଅନୁଷ୍ଠିତ

ମୁରିବାହାଲ, (ଦୁର୍ଗାନନ୍ଦ ମହାକୁର) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟରସ୍ତରୀୟ ଦ୍ଵିଦିବସୀୟ ଶିକ୍ଷଣ ସାମଗ୍ରୀ କର୍ମଶାଳା ମେଳା ଅନୁଷ୍ଠିତ ହୋଇଛି । ଏହି କାର୍ଯ୍ୟକ୍ରମ ଆରମ୍ଭ ପୂର୍ବରୁ ପ୍ରଥମେ ବାଗଦେବୀ ମାଁ ସରସ୍ଵତୀଙ୍କ…
Read More...

ସ୍କୁଲ୍ ଅଫ୍‌ ଅଲ୍‌ଟିମେଟ୍‌ ଲିଡରସିପ୍ କନକ୍ଲେଭ୍‌ର ପ୍ରଥମ ସଂସ୍କରଣକୁ ଉଦ୍‌ଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ସ୍କୁଲ୍ ଅଫ୍ ଅଲ୍ଟିମେଟ୍ ଲିଡରସିପ୍ (ଏସ୍‌ଓୟୁଏଲ୍‌) ଜାତୀୟ ଓ ବିଶ୍ୱସ୍ତରରେ ଶ୍ରେଷ୍ଠତା ହାସଲ କରିଥିବା ନେତାଙ୍କୁ ଗଢ଼ିବ : ପ୍ରଧାନମନ୍ତ୍ରୀଆଜି ଭାରତ ଏକ ବିଶ୍ୱ ପାୱାରହାଉସ୍ ଭାବେ ଉଭା ହେଉଛି : ପ୍ରଧାନମନ୍ତ୍ରୀସ୍କୁଲ୍ ଅଫ୍ ଅଲ୍ଟିମେଟ୍ ଲିଡରସିପ୍‌ର ଉଦ୍ଦେଶ୍ୟ ହେଉଛି ବିକଶିତ ଭାରତ…
Read More...

ପୁସ୍ତକ ନୀଳତୃଷ୍ଣାର ରାତି କବିତା, ବାର୍ଷିକ ଉତ୍ସବରେ ପୁରସ୍କୃତ

ରାଉରକେଲା, (ସସ୍ମିତା ପ୍ରଧାନ) : ରାଉରକେଲା ସହରର ଜଣାଶୁଣା କବି ସୁଶାନ୍ତ କୁମାର ନାୟକଙ୍କ ତୃତୀୟ କବିତା ସଙ୍କଳନ ନୀଳତୃଷ୍ଣାର ରାତି , ଭୁବନେଶ୍ୱର ସ୍ଥିତ ଗୀତ ଗୋବିନ୍ଦ ସଦନ ପରିସରରେ ଉତ୍କଳ ଭାରତୀ ବିଦୁଷ ସଭାଦ୍ୱାରା ଆୟୋଜିତ ବାର୍ଷିକ ଉତ୍ସବରେ ପୁରସ୍କୃତ ହୋଇଛନ୍ତି । ଅନୁଷ୍ଠାନ ତରଫରୁ…
Read More...