ଭଞ୍ଜନଗର ନୂତନ ଉପଜିଲ୍ଲାପାଳ ଭାବେ ଉମାଶଙ୍କର ବେହେରାଙ୍କ ଯୋଗଦାନ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ଭଞ୍ଜନଗର ଉପଖଣ୍ଡ ନିମନ୍ତେ ନୂତନ ଉପଜିଲ୍ଲାପାଳ ଭାବେ ଉମାଶଙ୍କର ବେହେରା ଗତକାଲି ଯୋଗଦାନ କରିଛନ୍ତି । ଏହା ପୂର୍ବରୁ ଶ୍ରୀ ବେହେରା ଭଞ୍ଜନଗର ତହସିଲଦାର ଭାବେ କାର୍ଯ୍ୟରତ ଥିଲେ । ସେ ଜଣେ ସୁଦକ୍ଷ ପ୍ରଶାସକ ଭାବେ ବହୁ ଖ୍ୟାତି ଅର୍ଜନ କରିଛନ୍ତି…
Read More...

ବଜେଟରେ ସୁନ୍ଦରଗଡ଼ ଜିଲ୍ଲାକୁ ଅଣଦେଖା ନେଇ ସଚେତନ ନାଗରିକ ମଞ୍ଚର କ୍ଷୋଭ

ରାଉରକେଲା, (ସସ୍ମିତା ପ୍ରଧାନ) : ଓଡିଶା ରାଜ୍ୟ ସରକାର ନିକଟରେ ବଜେଟ ବିଧାନସଭାରେ ଉପସ୍ଥାପନ କରିଛନ୍ତି । ସର୍ବମୋଟ ଦୁଇ ଲକ୍ଷ ନବେ ହଜାର ଟଙ୍କାର ସନ୍ତୁଳିତ ବଜେଟରେ ଷୋହଳଟି ନୂଆ ସହ କୃଷି ଓ ଅନ୍ୟାନ୍ୟ କ୍ଷେତ୍ରକୁ ପ୍ରାଧାନ୍ୟ ଦିଆଯାଇଛି । ରାଜ୍ୟର ସ୍ମାର୍ଟ ସିଟି ଭୁବନେଶ୍ୱର ପାଇଁ…
Read More...

ଆର୍ଥିକ ସାକ୍ଷରତା ଏବଂ ଅନ୍ତର୍ଭୁକ୍ତିକରଣ ଶିବିର

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ବ୍ରହ୍ମପୁର ଉପଖଣ୍ଡ ପ୍ରଶାସନର ଉପ-ଜିଲ୍ଲାପାଳ ସୁଶ୍ରୀ ଦୀନା ଦସ୍ତଗୀରଙ୍କ ନିର୍ଦ୍ଦେଶକ୍ରମେ ସଞ୍ଚୟ ଏବଂ ଆର୍ଥିକ ସେବା ବିଭାଗ ପକ୍ଷରୁ ଏକ ଆର୍ଥିକ ସାକ୍ଷରତା ଏବଂ ଅନ୍ତର୍ଭୁକ୍ତିକରଣ ଶିବିର ତା ୨୦.୦୨.୨୦୨୫ରିଖରେ ଅନୁଷ୍ଠିତ ହୋଇଯାଇଛିଫ…
Read More...

ବ୍ରହ୍ମାକୁମାରୀ ସଂସ୍ଥାନ ଛତ୍ରପୁର ଶାଖା ପକ୍ଷରୁ ସପ୍ତାହ ବ୍ୟାପୀ ଶିବ ଜୟନ୍ତୀ ପାଳନ ସମ୍ଭାର ଉଦ୍‌ଘାଟିତ

ବ୍ରହ୍ମପୁର, (କେ. ସତ୍ୟନାରାୟଣ ରେଡ୍ଡୀ) : ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ଛତ୍ରପୁର ଶାଖା ଶାନ୍ତି ଅନୁଭୂତି ଭବନ ଆନୁକୂଲ୍ୟରେ ସପ୍ତାହ ବ୍ୟାପୀ ୮୯ତମ ତ୍ରିମୂର୍ତ୍ତୀ ଶିବ ଜୟନ୍ତୀ ମହୋତ୍ସବ ଛତ୍ରପୁର ନିକଟସ୍ଥ ସାହେବ ଜେନାପଲ୍ଲୀ ଠାରେ ଗୁରୁବାର ଆରମ୍ଭ ହୋଇଯାଇଛି ।…
Read More...

ଅନ୍ତର୍ଜାତୀୟ ମାତୃଭାଷା ଦିବସ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ସାହିତ୍ୟାନୁଷ୍ଠାନ ଓଡ଼ିଆ ଭାଷା ବିକାଶ ମଞ୍ଚ ତରଫରୁ ଅନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ ହୋଇଯାଇଛି । ମଞ୍ଚର ସଭାପତି ଶିକ୍ଷାବିତ ପ୍ରଶାନ୍ତ କୁମାର ପତିଙ୍କ ସଭାପତିତ୍ୱ ଓ ସାଧାରଣ ସମ୍ପାଦକ ଆର୍ତ୍ତତ୍ରାଣ ମହାପାତ୍ରଙ୍କ ଆବାହକତ୍ୱରେ…
Read More...

ଗୁଡଭେଲା ବ୍ଲକରେ ନୂତନ ବିଇଓ ନମିତା ରାଣୀ ଭୋଇଙ୍କ ଯୋଗଦାନ

ଗୁଡଭେଲା, (କେପିଏନ୍‌ଏସ୍‌) : ଗୁଡଭେଲା ବ୍ଲକରେ ନୂତନ ବିଇଓ ଭାବେ ନମିତା ରାଣୀ ଭୋଇ ଯୋଗଦାନ କରିଛନ୍ତି । ତାଙ୍କୁ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ତରଫରୁ ଏବିଇଓ ରମେଶ ଚନ୍ଦ୍ର ସାମର୍ଥ, ସୁରେନ୍ଦ୍ର ସୁନା ଓ ବିପିନ ବାଗ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ ଜଣାଇଛନ୍ତି । ଶ୍ରୀମତୀ ଭୋଇ…
Read More...

ପଦ୍ମପୁର ମହିଳା ଡ଼ିଗ୍ରୀ ମହାବିଦ୍ୟାଳୟର ବାର୍ଷିକୋତ୍ସବ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ମହିଳା ଡ଼ିଗ୍ରୀ ମହାବିଦ୍ୟାଳୟର ବାର୍ଷିକୋତ୍ସବ ଆଲୋକବର୍ତିକା ମହାସମାରୋହ ଅନୁଷ୍ଠିତ ହୋଇଯାଇଛି । ଅଧ୍ୟକ୍ଷା କଳ୍ପନାରାଣୀ ନାଥଙ୍କ ସଭାପତିତ୍ୱରେ ଅନୁଷ୍ଠିତ ପ୍ରଥମ ଅଧିବେଶନରେ ସମ୍ବଲପୁର ବିଶ୍ୱ ବିଦ୍ୟାଳୟର କୁଳପତି ପ୍ରଫେସର ବିଧୁଭୂଷଣ ମିଶ୍ର…
Read More...

୧୪୩ ନଂ ଜାତୀୟ ରାଜପଥର କୁମାକେଲା ଓଭର ବ୍ରିଜ ତଳୁ ମିଳିଥିବା ଅର୍ଦ୍ଧଦଗ୍ଧ ମହିଳାଙ୍କ ହତ୍ୟା ମାମଲାର ପର୍ଦ୍ଦାଫାସ

ରାଉରକେଲା, (ସସ୍ମିତା ପ୍ରଧାନ) : ଚାନ୍ଦି ପୋଷ ଥାନା ଅନ୍ତର୍ଗତ ୧୪୩ ନଂ ଜାତୀୟ ରାଜପଥର କୁମାକେଲା ଓଭର ବ୍ରିଜ ତଳେ ଅଧା ପୋଡାଥିବା ଅବସ୍ଥାରେ ଏକ ଶବ ମିଳିବା ଘଟଣାକୁ ନେଇ ଚାନ୍ଦିପୋଷ ଥାନା ପୁଲିସକୁ ସଫଳତା ମିଳିଛି । ଏ ନେଇ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ପ୍ରଭା ଶଙ୍କର ନାୟକ ଓ ବଣାଇ…
Read More...

କ୍ରିକେଟର ସୌରଭ ଗାଙ୍ଗୁଲିଙ୍କ କାର୍ ଦୁର୍ଘଟଣା

କୋଲକାତା : ପୂର୍ବତନ ଭାରତୀୟ କ୍ରିକେଟର ତଥା ଅଧିନାୟକ ସୌରଭ ଗାଙ୍ଗୁଲିଙ୍କର କାର୍ ଦୁର୍ଘଟଣା । ଅଳ୍ପକେ ବର୍ତ୍ତିଗଲେ ଦାଦା । ସୌରଭ ଗାଙ୍ଗୁଲି ବର୍ଦ୍ଧମାନର ଏକ ବିଶ୍ୱ ବିଦ୍ୟାଳୟରେ ସାମିଲ ହେବାକୁ ଯାଉଥିଲେ । ଏହି ସମୟରେ ଦୁର୍ଗାପୁର ଏକ୍ସପ୍ରେସୱେ ଦାଦୁପୁର ନିକଟରେ ଦ୍ରୁତ ଗତିରେ…
Read More...

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ଓଡ଼ିଶା ଆନ୍ତଃ-ବିଶ୍ଵବିଦ୍ୟାଳୟ ପ୍ରତିଯୋଗିତାର ଶୁଭାରମ୍ଭ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଓଡ଼ିଶା ଆନ୍ତଃ-ବିଶ୍ଵବିଦ୍ୟାଳୟ ସ୍ତରୀୟ ସାହିତ୍ୟିକ ଓ ସାଂସ୍କୃତିକ ପ୍ରତିଯୋଗିତା ୨୦୨୫ ଫେବୃଆରୀ ୧୯ ବୁଧବାର ଦିନ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ଆନୁକୁଲ୍ୟରେ ଉଦ୍‌ଘାଟିତ ହୋଇଯାଇଛି । ଦୀର୍ଘ ଛଅ ଦିନଧରି ଅର୍ଥାତ ଚଳିତ ମାସ ୧୯ ରୁ ୨୪ ତାରିଖ…
Read More...