ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ଓଡ଼ିଶା ଆନ୍ତଃ-ବିଶ୍ଵବିଦ୍ୟାଳୟ ପ୍ରତିଯୋଗିତାର ଶୁଭାରମ୍ଭ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଓଡ଼ିଶା ଆନ୍ତଃ-ବିଶ୍ଵବିଦ୍ୟାଳୟ ସ୍ତରୀୟ ସାହିତ୍ୟିକ ଓ ସାଂସ୍କୃତିକ ପ୍ରତିଯୋଗିତା ୨୦୨୫ ଫେବୃଆରୀ ୧୯ ବୁଧବାର ଦିନ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ଆନୁକୁଲ୍ୟରେ ଉଦ୍‌ଘାଟିତ ହୋଇଯାଇଛି । ଦୀର୍ଘ ଛଅ ଦିନଧରି ଅର୍ଥାତ ଚଳିତ ମାସ ୧୯ ରୁ ୨୪ ତାରିଖ…
Read More...

ହସ୍ପିଟାଲରେ କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ : ହସ୍ପିଟାଲରେ କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ । କଂଗ୍ରେସ ନେତ୍ରୀ ତଥା ରାଜ୍ୟସଭା ସାଂସଦ ସୋନିଆ ଗାନ୍ଧୀଙ୍କର ସ୍ୱାସ୍ଥ୍ୟ ଖରାପ ଯୋଗୁଁ ତାଙ୍କୁ ଦିଲ୍ଲୀର ସାର୍‌ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ତାଙ୍କୁ ପେଟ ଜନିତ ସମସ୍ୟା ଯୋଗୁଁ ହସ୍ପିଟାଲରେ ଆଡମିଟ୍‌…
Read More...

ମାଁ ରାମଚଣ୍ଡୀ ଟ୍ରଷ୍ଟ ଓ ପୂଜା କମିଟୀ ପକ୍ଷରୁ ଓଡ଼ିଆ ଅଭିନେତ୍ରୀ ଶୀତଲ ପାତ୍ରଙ୍କୁ ଭଵ୍ୟ ସମ୍ବର୍ଦ୍ଧନା

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଓଡ଼ିଆ ସିନେମା ଜଗତର ସ୍ଵନାମଧନ୍ୟ ଅଭିନେତ୍ରୀ ଶୀତଲ ପାତ୍ର ଗୁରୁବାର ମାଁ ରାମଚଣ୍ଡୀ ପୀଠକୁ ଆସି ଅପରୂପ ସୌନ୍ଦର୍ଯ୍ୟ ବେଶରେ ସଜ୍ଜିତ ଦେବୀଙ୍କ ଦର୍ଶନ କରି ବିଭୂକୃପା ଲାଭ କରିଛନ୍ତି । ମାଁଙ୍କ ଆଶିଷ ଲାଭ କରି ସିନେ ଅଭିନେତ୍ରୀ ଶୀତଲ ପାତ୍ର…
Read More...

ବିଧାନସଭା ପରିସରରେ ଓଏଏସ୍‌ ଅଧିକାରୀମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ଭୁବନେଶ୍ୱର, (କେପିଏନ୍‌ଏସ୍‌) : ଓଡ଼ିଶା ପ୍ରଶାସନିକ ସେବାର ଅଧିକାରୀମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ବିଧାନସଭା ପରିସରରେ ଅନୁଷ୍ଠିତ ହୋଇଯାଇଛି । ବାଚସ୍ପତି ଶ୍ରୀମତୀ ସୁରମା ପାଢୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ପ୍ରଶିକ୍ଷଣାର୍ଥୀମାନେ ବିଧାନସଭା ଗ୍ରନ୍ଥାଗାର ,ଗବେଷଣା ବିଭାଗ ବୁଲି…
Read More...

ଶନିବାର କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

କେନ୍ଦୁଝର : ଶନିବାର କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟର କେନ୍ଦୁଝର ପୁରୁଣା ବଜାରରେ ନବନିର୍ମିତ ଆଶ୍ରମକୁ ଶନିବାର ଦିନ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ଏକ ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଲେ କେନ୍ଦୁଝର…
Read More...

ବାହାରୁଥିଲେ ପରୀକ୍ଷା ସେଣ୍ଟର, ହଠାତ୍ ଟଳି ପଡ଼ିଲେ ଚନ୍ଦ୍ରଶେଖର

ଭୁବନେଶ୍ୱର : ଆଜି ଦେଇଥାନ୍ତେ ମାଟ୍ରିକ ପରୀକ୍ଷା । ମାଟ୍ରିକ ପରୀକ୍ଷା ପୂର୍ବରୁ ଲିଭିଗଲା ଚନ୍ଦ୍ରଶେଖର ଜୀବନ ଦୀପ । ସୂଚନା ଅନୁସାରେ ସେ ଗତ ଦୁଇଦିନ ତଳେ ଭୋଜି ଖାଇ ଅସୁସ୍ଥ ହୋଇ ପଡ଼ିଥିଲେ । ତାଙ୍କ ପେଟ କାଟିବାରୁ ପରିବାର ଲୋକେ ଗୋପାଳପୁର ଡାକ୍ତରଖାନାକୁ ନେଇ ଚିକିତ୍ସା କରିଥିଲେ ।…
Read More...

ଆଜିଠୁ ମାଟ୍ରିକ୍‌ ପରୀକ୍ଷା ଆରମ୍ଭ, ପରୀକ୍ଷାର୍ଥୀଙ୍କୁ ସ୍ମାର୍ଟ ୱାଚ୍‌ ମନା

କଟକ : ଆଜିଠୁ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ-୨୦୨୫ ରେଗୁଲାର୍‌ ଓ ଏକ୍ସରେଗୁଲାର୍‌ ପରୀକ୍ଷା । ପ୍ରଥମ ଦିନ ଓଡ଼ିଆ ମାତୃଭାଷା ବିଷୟରୁ ପରୀକ୍ଷା ଆରମ୍ଭ । ରେଗୁଲାର୍‌ ଓ ଏକ୍ସରେଗୁଲାର୍‌ ଗୋଟିଏ ସିଟିଂରେ ପରୀକ୍ଷା ହେବ । ସକାଳ ୯ଟାରୁ ପରୀକ୍ଷା ଆରମ୍ଭ ହୋଇ…
Read More...

ନୂଆଦିଲ୍ଲୀରେ ଆସାମ ରାଇଫଲ୍ସ ଦ୍ୱାରା ଆୟୋଜିତ ‘ଏକତା ଉତ୍ସବ-ଏକ ସ୍ୱର, ଏକ ରାଷ୍ଟ୍ର “ଉତ୍ସବରେ ମୁଖ୍ୟ…

ମୋଦୀ ସରକାର ପର୍ଯ୍ୟଟନ ଠାରୁ ଆରମ୍ଭ କରି ପ୍ରଯୁକ୍ତିବିଦ୍ୟା, କ୍ରୀଡ଼ା ଠାରୁ ଆରମ୍ଭ କରି ମହାକାଶ, କୃଷି ଠାରୁ ଆରମ୍ଭ କରି ଉଦ୍ୟମିତା ଏବଂ ବ୍ୟାଙ୍କିଙ୍ଗ ଠାରୁ ଆରମ୍ଭ କରି ବ୍ୟବସାୟ ପର୍ଯ୍ୟନ୍ତ ପ୍ରତ୍ୟେକ କ୍ଷେତ୍ରରେ ଉତ୍ତର-ପୂର୍ବ ପାଇଁ ଅନେକ ବାଟ ଖୋଲିଛନ୍ତିମୋଦୀ ସରକାରଙ୍କ ଅଧୀନରେ…
Read More...

ଲୁଚୁକିବାହାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବାର୍ଷିକ ଉତ୍ସବ

ଲୋଇସିଂହା, (ଶ୍ୟାମ ସୁନ୍ଦର ମେହେର) : ଲୋଇସିଂହା ବ୍ଲକ ଅନ୍ତର୍ଗତ ଲୁଚୁକିବାହାଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବାର୍ଷିକ ଉତ୍ସବ ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ପ୍ରଧାନ ଶିକ୍ଷକ ରାଜ କିଶୋର ବେହେରା ସଭାପତିତ୍ୱ କରିଥିବା ହେଳେ ଏଥିରେ ମୁଖ୍ୟ ଅତିଥିଭାବେ…
Read More...

ଏଆଇ ଅବତାର ନିର୍ମାତା : କଳ୍ପନାକୁ ବାସ୍ତବ ରୂପ ଦିଅନ୍ତୁ

ନୂଆଦିଲ୍ଲୀ, (ପିଆଇବି) : ଏଆଇ ଅବତାରଗୁଡ଼ିକ ଡିଜିଟାଲ ଦୃଶ୍ୟପଟକୁ ପରିବର୍ତ୍ତନ କରିଚାଲିଛି । ସେମାନେ ବ୍ୟକ୍ତିଗତ, ଇଣ୍ଟରଆକ୍ଟିଭ୍, ଏଆଇ-ପରିଚାଳିତ ଡିଜିଟାଲ ବ୍ୟକ୍ତିତ୍ୱ ଉପସ୍ଥାପନ କରୁଛନ୍ତି ଯାହା ଭର୍ଚୁଆଲ ଜଗତରେ ପ୍ରଭାବଶାଳୀ ଭାବରେ କାର୍ଯ୍ୟ କରେ । ଏହି ଟେକ୍ନୋଲୋଜି ବିକଶିତ ହେବା…
Read More...