ହାପି ମୋମେଣ୍ଟସ୍ ଇଣ୍ଡିଆର ୧୩ତମ ପ୍ରତିଷ୍ଠା ଦିବସ ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ ପାଇଁ ପ୍ରସ୍ତୁତି ବୈଠକ
ରାଉରକେଲା, (ସସ୍ମିତା ପ୍ରଧାନ) : ସାମାଜିକ ଅନୁଷ୍ଠାନ ହାପି ମୋମେଣ୍ଟସ ଇଣ୍ଡିଆର ୧୩ତମ ପ୍ରତିଷ୍ଠା ଦିବସ ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମ ପାଇଁ ଏକ ପ୍ରସ୍ତୁତି ବୈଠକ ରାଉରକେଲା କ୍ଲବ ଠାରେ ଅନୁଷ୍ଠିତ ହୋଇଯାଇଛି । ଅନୁଷ୍ଠାନର ଅଧ୍ୟକ୍ଷ ରାଜେନ୍ଦ୍ର ପ୍ରସାଦ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି!-->…
Read More...
Read More...