ଗଞ୍ଜାମ ଜିଲ୍ଲାର ସାମ୍ବାଦିକ ସଙ୍ଘ ପକ୍ଷରୁ ବନ୍ଧୁତ୍ୱପୂର୍ଣ କ୍ରିକେଟ ଟୁର୍ଣ୍ଣାମେଣ୍ଟ ପୋଲିସ ଟିମ ଚମ୍ପିୟାନ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ଜିଲ୍ଲାର ସମ୍ବାଦିକ ସଙ୍ଘ ପକ୍ଷରୁ ଏକ ବନ୍ଧୁତ୍ୱପୂର୍ଣ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ ହୋଇଯାଇଛି । ଫାଇନାଲ ମ୍ୟାଚରେ ତହସିଲ ୱାରୀୟସକୁ ହରାଇ ପୋଲିସ ଇଲେଭେନ ଚମ୍ପିୟାନ ହୋଇଥିଲେ । ଉକ୍ତ ଟୁର୍ଣ୍ଣାମେଣ୍ଟରେ ସମ୍ବାଦିକ ସଙ୍ଘ, ଗଞ୍ଜାମ…
Read More...

ଆରମ୍ଭ ହେଲା ଅଲିଭ ରିଡଲେଙ୍କ ସାମୂହିକ ଅଣ୍ଡାଦାନ ପର୍ବ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ବିଶ୍ୱ ପର୍ଯ୍ୟଟନ ମାନଚିତ୍ରରେ ବିରଳ ପ୍ରଜାତିର ସାମୁଦ୍ରିକ କଇଁଚଙ୍କ ଏନ୍ତୁଡ଼ିଶାଳ ଭାବେ ସ୍ୱତନ୍ତ୍ର ସ୍ଥାନ ଭାବେ ପରିଚିତ ଗଞ୍ଜାମ ଜିଲ୍ଲାର ଋଷିକୁଲ୍ୟା ମୁହାଁଣ ସମୁଦ୍ର ବେଳାଭୂମିରେ ଅଲିଭ ରିଡଲେଙ୍କ ସାମୂହିକ ଗଣ ଅଣ୍ଡାଦାନ ପର୍ବ ଆରମ୍ଭ ହୋଇଯାଇଛି ।…
Read More...

ଅଞ୍ଚଳ ମହାବିଦ୍ୟାଳୟରେ ନୂତନ ଯୁକ୍ତ ଦୁଇ ପରୀକ୍ଷାର୍ଥୀଙ୍କୁ ସ୍ଵାଗତ ଅଭିନନ୍ଦନ କାର୍ଯ୍ୟକ୍ରମ ସମ୍ପନ୍ନ

ପଦ୍ମପୁର, ( ନିରୋଜ କୁମାର ପାଣୀ) : ପଦ୍ମପୁର ସ୍ଥିତଅଞ୍ଚଳ ମହାବିଦ୍ୟାଳୟ ଠାରେ ଏବିଭିପି ଦ୍ୱାରା ଯୁକ୍ତଦୁଇ ପରୀକ୍ଷାର୍ଥୀମାନଙ୍କ ଉଦ୍ଦେଶ୍ୟରେ ଅଭିନନ୍ଦନ କାର୍ଯ୍ୟକ୍ରମ ସମ୍ପନ୍ନ ହୋଇଯାଇଛି । ଏହି ଅବସରରେ ଅଞ୍ଚଳ ମହାବିଦ୍ୟାଳୟ ପ୍ରବେଶ ଦ୍ୱାର ଠାରେ ଏବିଭିପି କାର୍ଯ୍ୟ କର୍ତ୍ତାମାନେ ଛିଡ଼ା…
Read More...

ଦଶମ ଶ୍ରେଣୀ ଛାତ୍ର ଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା

ରାଉରକେଲା, (ସସ୍ମିତା ପ୍ରଧାନ) : ସେକ୍ଟର ୧୮ ସ୍ଥିତ ଦୀପିକା ଇସ୍ପାତ ଶିକ୍ଷା ସଦନର ୧୦ମ ଶ୍ରେଣୀ ଛାତ୍ର ଛାତ୍ରୀଙ୍କୁ ବିଦ୍ୟାଳୟ ପରିସରରେ ବିଦାୟକାଳୀନ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି । ଶିକ୍ଷା ସଦନର ଅଧ୍ୟକ୍ଷ ଶିଶିର କୁମାର ସାମଲଙ୍କ ସଭାପତିତ୍ୱ ଓ ବରିଷ୍ଠ ଶିକ୍ଷୟିତ୍ରୀ ବିଜୟିନୀ…
Read More...

ଅଭିନେତ୍ରୀ ଶୀତଲ ପାତ୍ରଙ୍କ ଅଭିନୟ, ନୃତ୍ୟ ପ୍ରଦର୍ଶନ ଏଵଂ କଣ୍ଠ ଶିଳ୍ପୀ ପ୍ରଜ୍ଞା ହୋତାଙ୍କ ସଙ୍ଗୀତରେ ଦର୍ଶକ ବିମୋହିତ

ବ୍ରହ୍ମପୁର, (କେ.ସତ୍ୟନାରାୟଣ ରେଡ୍ଡୀ) : ଦ୍ୱିତୀୟ ବାର୍ଷିକୀ ମାଁ ରାମଚଣ୍ଡୀ ମହୋତ୍ସବର ତୃତୀୟ ସନ୍ଧ୍ୟାରେ ଅଭିନେତ୍ରୀ ଶୀତଲ ପାତ୍ର, କଣ୍ଠଶିଳ୍ପୀ ପ୍ରଜ୍ଞା ହୋତାଙ୍କ ମଞ୍ଚ ପରିବେଷଣ ଏକ ସ୍ୱତନ୍ତ୍ର ଆକର୍ଷଣ ଥିଲା । ଯାହା ଲକ୍ଷାଧିକ ଦର୍ଶକଙ୍କୁ ବହୁ ସମୟ ଧରି ତାଙ୍କରି ଭୂମିକା ଗ୍ରହଣ…
Read More...

ମାଣ୍ଡୋସିଲ ପଞ୍ଚାୟତ ସ୍ତରୀୟ ଲକ୍ଷେ ଘର ଗଣ୍ଡା ସମାଜର ବାର୍ଷିକ ବୈଠକ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲ ବ୍ଲକ ଅନ୍ତର୍ଗତ ଭୂତମୁଣ୍ଡା ଡେମ ଠାରେ ସ୍ଥାୟୀ ସଭାପତି ଲଳିତ ଜଗତଙ୍କ ସଭାପତିତ୍ୱରେ ମାଣ୍ଡୋସିଲ ପଞ୍ଚାୟତ ସ୍ତରୀୟ ଲକ୍ଷେ ଘର ଗଣ୍ଡା ସମାଜର ବାର୍ଷିକ ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ଧରୋଲ, ଭୂତମୁଣ୍ଡା,…
Read More...

ଜ୍ଞାନ ବିଜ୍ଞାନ, କଳା ସଂସ୍କୃତିର‌ ମହୋତ୍ସବ ବିଦ୍ୟାଳୟର ବାର୍ଷିକ ଉତ୍ସବ

ନୂଆପଡା, (କେପିଏନ୍‌ଏସ୍‌) : ନୂଆପଡା ଜିଲ୍ଲା ବୋଡ଼େନ ବ୍ଲକ ଅନ୍ତର୍ଗତ ଅନୁସୂଚୀତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ଦ୍ଵାରା ପରିଚାଳିତ ମହୁଲପଡା ସେବାଶ୍ରମ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷକ କମଳ ସିଂ ମାଝୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ…
Read More...

ବ୍ଲକ ସ୍ତରୀୟ ଜୁନିୟର ରେଡକ୍ରସ ପରାମର୍ଶଦାତାଙ୍କ ପ୍ରଶିକ୍ଷଣ ଶିବିର

ସଇଁତଳା, (କେପିଏନ୍‌ଏସ୍‌) : ବ୍ଲକସ୍ତରୀୟ ଜିଲ୍ଲା ଜୁନିୟର ରେଡକ୍ରସ ପରାମର୍ଶଦାତାଙ୍କ ଏକଦିବସୀୟ ପ୍ରଶିକ୍ଷଣ ଶିବିର ସଇଁତଳା ସରକାରୀ ବାଳିକା ବିଦ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ବିନୟ କୁମ୍ଭାରଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ…
Read More...

ଆଟଗାଁ ହାଇସ୍କୁଲରେ ବିଦାୟ ସମ୍ବର୍ଦ୍ଧନା ପର୍ବ

ବଲାଙ୍ଗିର, (କେପିଏନ୍‌ଏସ୍‌) : ପୁଇଁତଲା ବ୍ଲକ ଅନ୍ତର୍ଗତ ଆଟଗାଁ ସରକାରୀ ଉଚ୍ଚ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ଦିଲିପ ଯୋଶୀଙ୍କ ଅଧ୍ୟକ୍ଷ୍ୟତାରେ ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ୟରେ ବିଦାୟ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଦଶମ ଶ୍ରେଣୀର ସୃତିରେଖା ନାଏକ, ମିଲନ ଗୁରୁ,…
Read More...

ଧର୍ମୀୟ ସମାଜରେ ବିଶ୍ୱାସ, ଅବିଶ୍ୱାସ ଓ ଅନ୍ଧବିଶ୍ୱାସ ସମ୍ପର୍କରେ ଆଲୋଚନାଚକ୍ର :

ରାଉରକେଲା, (ସସ୍ମିତା ପ୍ରଧାନ) : ସୁନ୍ଦରଗଡ ଲେଖକ ସାମ୍ମୁଖ୍ୟ ଏବଂ ମଧୁସୂଦନ ପାଠାଗାରର ମିଳିତ ଆନୁକୂଲ୍ୟରେ ମାସିକ ଆଲୋଚନା ଆସର, ଗଳ୍ପ ପାଠ ଓ ସାରସ୍ୱତ କବିତା ପାଠୋତ୍ସବ କାର୍ୟ୍ୟକ୍ରମ ଛେଣ୍ଡସ୍ଥିତ ମଧୁସୂଦନ ପାଠାଗାର ଠାରେ ଅନୁଷ୍ଠିତ ହୋଇଯାଇଛି । ଲେଖକ ସାମ୍ମୁଖ୍ୟର ସଭାପତି ସ୍ତମ୍ଭକାର…
Read More...