ଦେହରେ ଡିଜେଲ ଢାଳି ନିଜକୁ ଜାଳିଦେଲା ନାବାଳକ :
କଟକ : କଟକରେ ଅଘଟଣ । ଦେହରେ ଡିଜେଲ ଢାଳି ନିଆଁ ଲଗାଇ ନିଜକୁ ଜାଳିଦେଲା ନାବାଳକ । ପୁରୀଘାଟ ଥାନା ଅନ୍ତର୍ଗତ ମଠସାହିରେ ଅଭାବନୀୟ ଘଟଣା । ନିଜ ଦେହରେ ନିଆଁ ଲଗାଇ ନାବାଳକ ଜଣଙ୍କ ଆତ୍ମହତ୍ୟା କରିଥିବା ସୂଚନା ରହିଛି । ନାବାଳକର ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର ହୋଇଛି । ଖବର ଅନୁଯାୟୀ, ମୃତକ!-->…
Read More...
Read More...