ସଇଁତଲା ପ୍ରାଥମିକ ବିଦ୍ୟାଳୟରେ ପ୍ରବେଶ ଉତ୍ସବ, ଖଡ଼ିଛୁଆ ଓ ଶିଶୁ ବାଟିକାର ଶୁଭାରମ୍ଭ
ସଇଁତଲା, (ଖୁସୀରାଣୀ ସାହୁ) : ବଲାଙ୍ଗିର ଜିଲ୍ଲା ସଇଁତଲା ଶିକ୍ଷା ବିଭାଗ ଆନୁକୂଲ୍ୟରେ ସଇଁତଲା ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଓଡିଶା ସରକାରଙ୍କ ନିର୍ଦେଶରେ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆ ୨୦୨୫ ଓ ଶିଶୁ ବାଟିକାର ଶୁଭାରମ୍ଭ ଅନୁଷ୍ଠିତ ହୋଇଯାଇଛି ।!-->…
Read More...
Read More...