ଝାଡ଼ଖଣ୍ଡରେ ଭୟଙ୍କର ଟ୍ରେନ ଦୁର୍ଘଟଣା : ଦୁଇ ମୃତ
ଝାଡଖଣ୍ଡ : ଝାଡଖଣ୍ଡରେ ଭୟଙ୍କର ଟ୍ରେନ ଦୁର୍ଘଟଣା । ବରହେଟରେ ଏନଟିପିସି ଫାଟକ ନିକଟରେ ଦୁଇଟି ମାଲବାହୀ ଟ୍ରେନ୍ ମଧ୍ୟରେ ଧକ୍କା । ଫଲରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଆହତ ହୋଇଛନ୍ତି । ସୂଚନା ଅନୁସାରେ, ଘଟଣାଟି ଭୋର ସାଢ଼େ ୩ଟାରେ ଘଟିଥିଲା । ଟ୍ରାକ ଉପରେ ଏକ ମାଲବାହୀ!-->…
Read More...
Read More...