ଖଣ୍ଡାୟତ କ୍ଷତ୍ରିୟ ମହାସଭାର ନିଃଶୁଳ୍କ ସ୍ୱାସ୍ଥ୍ୟ ସେବା ଶିବିର
ରାଉରକେଲା, (ସସ୍ମିତା ପ୍ରଧାନ) : ନିଖିଳ ଉତ୍କଳ ଖଣ୍ଡାୟତ କ୍ଷତ୍ରିୟ ମହାସଭା, ଇସ୍ପାତ ନଗର କମିଟି ଓ ହାଇଟେକ୍ ମେଡିକାଲ କଲେଜର ମିଳିତ ଆନୁକୂଲ୍ୟରେ ଏକ ନିଃଶୁଳ୍କ ସ୍ୱାସ୍ଥ୍ୟ ସେବା ଶିବିର ସେକ୍ଟର ୩ସ୍ଥିତ ଖଡ୍ଗ ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି । ମହାସଭାର କାର୍ଯ୍ୟକାରୀ ସଭାପତି!-->…
Read More...
Read More...