ବଙ୍ଗୋମୁଣ୍ଡା ବ୍ଲକ କାର୍ଯ୍ୟାଳୟ ଠାରେ ଜାତି ଜନଜାତି ସମ୍ବାଦ ବୈଠକ : ଯୋଗଦେଲେ କଣ୍ଟାବାଞ୍ଜି ବିଧାୟକ
ବଙ୍ଗୋମୁଣ୍ଡା, (କେପିଏନ୍ଏସ୍) : ଓଡ଼ିଶା ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ “ବିକାଶ ଧାରା” କାର୍ଯ୍ୟକ୍ରମ ଅନ୍ତର୍ଗତ ଜାତି–ଜନଜାତି ସମ୍ବାଦ ବୈଠକ ବଙ୍ଗୋମୁଣ୍ଡା ବ୍ଲକ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ!-->…
Read More...
Read More...