କଂଗ୍ରେସ ଦଳ ପକ୍ଷରୁ ବିଧାନସଭାରେ ବିକ୍ଷୋଭ ପ୍ରଦର୍ଶନ : ଆଜି ସକାଳ ୯ଟାରୁ ଅପରାହ୍ନ ୩ଟା ଯାଏ ଟ୍ରାଫିକ୍ କଟକଣା
ଭୁବନେଶ୍ୱର : ଆଜି କଂଗ୍ରେସ ଦଳ ପକ୍ଷରୁ ବିଧାନସଭା ଓ ଏହାର ଆଖପାଖ ଅଞ୍ଚଳରେ ବିକ୍ଷୋଭ ପ୍ରଦର୍ଶନ କରାଯିବ । ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ସହର ଏବଂ ଏହାର ଆଖପାଖରେ ବିଶେଷକରି ରାଜମହଲ ଛକରୁ ରୁପାଲି ଛକ ପର୍ଯ୍ୟନ୍ତ ରାସ୍ତାରେ ସକାଳ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ଟ୍ରାଫିକ୍ ସମସ୍ୟା!-->…
Read More...
Read More...