ନବ ଦାସଙ୍କ ରୋଷେୟା ଲଳିତ ସାହୁ ମୃତ୍ୟୁ ମାମଲା : ମୁଖ୍ୟ ସାକ୍ଷୀ ମନୁଙ୍କ ବାଇକ୍ ଦୁର୍ଘଟଣା
ଝାରସୁଗୁଡା : ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ରୋଷେୟା ଲଳିତ ସାହୁ ମୃତ୍ୟୁ ମାମଲା । ସଡ଼କ ଦୁର୍ଘଟଣାରେ ମୁଖ୍ୟ ସାକ୍ଷୀ ମନୁ ପ୍ରସାଦ ଗୁରୁତର ଆହତ ହୋଇଛନ୍ତି । ତାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ତେବେ କେଉଁ ପରିସ୍ଥିତି ଦୁର୍ଘଟଣା!-->…
Read More...
Read More...