ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟିଲା ବସ୍
ସୁନ୍ଦରଗଡ଼ : ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟିଲା ଘରୋଇ ବସ୍ । ଜଣେ ମୃତ ୩୦ ଆହତ । ସୁନ୍ଦରଗଡ଼ ସଦର ଥାନା ଟାଙ୍ଗରମୁଣ୍ଡା ନିକଟରେ ଏଭଳି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଘଟଣାସ୍ଥଲରେ ପୋଲିସ ପହଞ୍ଚି ଅଗ୍ନିଶମ ଟିମ୍ ସହାୟତାରେ ଉଦ୍ଧାର କାର୍ଯ୍ୟ କରୁଛି । ଆହତଙ୍କୁ ସୁନ୍ଦରଗଡ଼ ମୁଖ୍ୟ!-->…
Read More...
Read More...