ନୂଆପଡାରେ ନାବାର୍ଡ ପ୍ରାୟୋଜିତ ବିରାଟ ଋଣ ମେଳା ସହିତ ଆର୍ଥିକ ଓ ଡିଜିଟାଲ ସଚେତନତା ଶିବିର ଅନୁଷ୍ଠିତ
ନୂଆପଡା, (କେପିଏନ୍ଏସ୍) : ନୂଆପଡା ସହର ସ୍ଥିତ ହନୁମାନ ମନ୍ଦିର ପ୍ରାଙ୍ଗଣରେ ସମସ୍ତ ଜାତୀୟ ତଥା ଘରୋଇ ବ୍ୟାଙ୍କକୁ ନେଇ ନାବାର୍ଡ ପ୍ରାୟୋଜିତ ଏକ ବିରାଟ ଋଣ ମେଳା ଆୟୋଜନ କରାଯାଇଥିଲା । ଏହି ଋଣ ମେଳାରେ ୨୨୫ ଜଣ ହିତାଧୀକାରୀଙ୍କୁ ମୋଟ ୧୪ କୋଟି ୮୬ ଲକ୍ଷ ଟଙ୍କାର ଋଣ ପ୍ରଦାନ କରାଯାଇଥିଲା!-->…
Read More...
Read More...