ଟିଟିଲାଗଡ଼ ତାଲୁକ ଆଇନ ସେବା କମିଟି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ମାର୍ଚ୍ଚ ୮ ତାରିଖକୁ ଅନ୍ତର୍ଜାତୀୟ ମହିଳା ଦିବସ ରୂପେ ପାଳନ କରାଯାଇଥାଏ । ଏହି ପରିପ୍ରେକ୍ଷୀରେ ଶନିବାର ସନ୍ଧ୍ୟାରେ ସ୍ଥାନୀୟ ପୌର ପରିଷଦର ସଭା ଗୃହ ଠାରେ ଟିଟିଲାଗଡ଼ ତାଲୁକ୍ ଆଇନ ସେବା କମିଟି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ ହୋଇଯାଇଛି…
Read More...

ଟିଟିଲାଗଡରେ ବ୍ଲକ ସ୍ତରୀୟ ଶିକ୍ଷଣ ଉପକରଣ ପ୍ରସ୍ତୁତି କର୍ମଶାଳା ଅନୁଷ୍ଠିତ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ଶନିବାର ଦିନ ଜାମପଡା ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ଟିଟିଲାଗଡ଼ ଗୋଷ୍ଠୀ ସାଧନକେନ୍ଦ୍ର ସଂଯୋଜକ ଅଭିରାମ ମାଝୀଙ୍କ ଦ୍ୱାରା ଗୋଷ୍ଠୀ ସ୍ତରୀୟ ଶିକ୍ଷଣ ଉପକରଣ ପ୍ରସ୍ତୁତି କର୍ମଶାଳା ଅନଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମ ଦୁଇଟି ପର୍ଯ୍ୟାୟରେ ହେଇଥିଲା ।…
Read More...

ଇ ୱେଷ୍ଟ ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ରାଉରକେଲା, (ସସ୍ମିତା ପ୍ରଧାନ) : ସ୍ଥାନୀୟ ଏନଆଇଟି କ୍ୟାମ୍ପସ ସରକାରୀ ଉଚ୍ଚବିଦ୍ୟାଳୟ ପରିସରରେ ପ୍ରଧାନ ଶିକ୍ଷୟିତ୍ରୀ ସୁଦିପ୍ତା ବେହେରାଙ୍କ ତତ୍ତ୍ଵାବଧାନରେ ଇ -ୱେଷ୍ଟ ମେନେଜମେଣ୍ଟ ସମ୍ପର୍କିତ ଏକ କର୍ମଶାଳା ଆଜି ଅନୁଷ୍ଠିତ ହୋଇଯାଇଛି । ହୁଲ୍ଲାଡ଼େକ ରିସାଇକ୍ଲିଙ୍ଗ ପ୍ରାଇଭେଟ…
Read More...

ବୃଦ୍ଧା କିଶୋରୀଙ୍କ ଦୁଃଖ ବୁଝିଲେ ବିଡିଓ ଲକ୍ଷ୍ମଣ ମାଝୀ

ପଦ୍ମପୁର, (ନିରୋଜ କୁମାର ପାଣୀ) : ଅନ୍ତଫାଡ଼ି ପୁଅକୁ ଜନ୍ମ ଦେଇଥିଲା । ପାଳିପୋଷି ମଣିଷ କରିଥିଲା । ଆଶା କରିଥିଲା ବୃଦ୍ଧ ବୟସରେ ସାହାରା ହେବ ପୁଅ କିନ୍ତୁ ବୁଢ଼ୀ ହୋଇଗଲା ବୋଲି ଅଲୋଡ଼ା ହେଲା ଜନ୍ମକଲା ମା' । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ବରଗଡ଼ ଜିଲ୍ଲା ଗାଇସିଲେଟ ବ୍ଲକ ସନ୍ଧିବାହାଲ…
Read More...

ଟିଟିଲାଗଡ଼ ପୌରପରିଷଦ ତରଫରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ଟିଟିଲାଗଡ଼, (ସଞ୍ଜୟ କୁମାର ନାୟକ) : ମାର୍ଚ୍ଚ ମାସ ୮ ତାରିଖକୁ ଆନ୍ତର୍ଜାତୀୟ ମହିଳା ଦିବସ ରୂପେ ଚାରିଆଡ଼େ ପାଳନ କରାଯାଉଥିବା ବେଳେ ଏହି ପରିପ୍ରେକ୍ଷୀରେ ଟିଟିଲାଗଡ଼ ପୌର ପରିଷଦ ପକ୍ଷରୁ ସ୍ଥାନୀୟ କଲ୍ୟାଣ ମଣ୍ଡପ ଠାରେ ସିଇଓ ଶୁଭଶ୍ରୀ ସାହୁଙ୍କ ଆୟୋଜକତାରେ ଆନ୍ତର୍ଜାତୀୟ ମହିଳା ଦିବସ…
Read More...

ହ୍ୟୁମାନିଟି ଫାଉଣ୍ଡେସନର ଅନ୍ତଃର୍ଜାତୀକ ମହିଳା ଦିବସ ପାଳନ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅଗ୍ରଣୀ ମହିଳା ସାମାଜିକ ଅନୁଷ୍ଠାନ ହ୍ୟୁମାନିଟି ଫାଉଣ୍ଡେସନ ସେକ୍ଟର ୪ସ୍ଥିତ ହୋଟେଲ ଲୀଲା ଠାରେ ଅନ୍ତଃର୍ଜାତୀୟ ମହିଳା ଦିବସ ମହାସମାରୋହରେ ପାଳନ କରିଛି । ଅନୁଷ୍ଠାନର ସଭାପତି ଦୀପ୍ତି ସୁନ୍ଦରାୟଙ୍କ ସଭାପତିତ୍ୱ, ସାଧାରଣ ସମ୍ପାଦିକା ଲୀନା…
Read More...

ପଞ୍ଚଦଶ ମାସିକ ସମୀକ୍ଷା ବୈଠକ ଅନୁଷ୍ଠିତ

ପଦ୍ମପୁର, (ନିରୋଜ କୁମାର ପାଣୀ) : ପଞ୍ଚସଖା ଶିକ୍ଷାସେତୁ ସ୍କୁଲ ଓ ଗଣଶିକ୍ଷା ବିଭାଗ ଓଡିଶା ସରକାରଙ୍କ ମିଳିତ ଆନୁକୂଲ୍ୟରେ ହେଉଥିବା ପ୍ରଧାନ ଶିକ୍ଷକ ମାନଙ୍କର ମାସିକ ସମୀକ୍ଷା ବୈଠକ ରାଜବୋଡ଼ାସମ୍ବର ବ୍ଲକ ଅନ୍ତର୍ଗତ ସରକାରୀ ଉଚ୍ଚ ବିଦ୍ୟାଳୟ ମେଲଛାମୁଣ୍ଡା ପରିସର ମଧ୍ୟରେ ବ୍ଲକ…
Read More...

ବିଚ୍ଛିନ୍ନାଞ୍ଚଳ ସିଂହଭୂମିରେ ଓଡ଼ିଆ କବି ସମ୍ମିଳନୀ

ରାଉରକେଲା, (ସସ୍ମିତା ପ୍ରଧାନ) : ପଣ୍ଡିତ ଦୁର୍ଗା ଚରଣ କର ସାହିତ୍ୟ ସଂସଦ କେରାର ବସନ୍ତ କବିତା ଆସର "ଚୋରା ମଳୟ" କାର୍ଯ୍ୟକ୍ରମ ଆସନ୍ତା ମାର୍ଚ୍ଚ ୩୦ ତାରିଖ ରବିବାର ଦିନ ମାଆ ଭଗବତୀ କେରା ଠାକୁରାଣୀ ମନ୍ଦିର ପ୍ରାଙ୍ଗଣ ରେ ଅନୁଷ୍ଠିତ ହେବାକୁ ଯାଉଛି । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ…
Read More...

ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପଦ୍ମପୁରରେ ଆନ୍ତର୍ଜାତିକ ମହିଳା ଦିବସ ତଥା ବିଜ୍ଞାନ ଦିବସ ପାଳନ

ବରଗଡ଼, (ନିରୋଜ କୁମାର ପାଣୀ) : ବରଗଡ଼ ଜିଲ୍ଲା ଅନ୍ତର୍ଗତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପଦ୍ମପୁର ଠାରେ ମହାସମାରୋହରେଆନ୍ତର୍ଜାତିକ ମହିଳା ଦିବସ ତଥା ଜାତୀୟ ବିଜ୍ଞାନ ଦିବସ ପାଳିତ ହୋଇଯାଇଛି । ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଗୋପଳଜୀ ପ୍ରସାଦ ପାଣିଗ୍ରାହୀଙ୍କ ସଭାପତିତ୍ୱରେ…
Read More...

ବସନ୍ତ କବିତା ପାଠୋତ୍ସବ କାର୍ଯ୍ୟକ୍ରମ

ରାଉରକେଲା, (ସସ୍ମିତା ପ୍ରଧାନ) : ସହରର ଅନ୍ୟତମ ସାହିତ୍ୟାନୁଷ୍ଠାନ ଓଡ଼ିଆ ଭାଷା ବିକାଶ ମଞ୍ଚ ତରଫରୁ ବସନ୍ତ କବିତା ପାଠୋତ୍ସବ ଓ ଆଲୋଚନା କାର୍ଯ୍ୟକ୍ରମ କଲଚରାଲ ଏକାଡେମୀ ଠାରେ ଅନୁଷ୍ଠିତ ହୋଇଯାଇଛି । ମଞ୍ଚର ସଭାପତି ଶିକ୍ଷାବିତ ପ୍ରଶାନ୍ତ କୁମାର ପତିଙ୍କ ସଭାପତିତ୍ୱ ଓ ଆବାହକ ତଥା…
Read More...