ମାଣ୍ଡୋସିଲ କ୍ରିକେଟ କପ ଉଦ୍ଘାଟନ ଭେରୁଆମୁଣ୍ଡାକୁ ହରାଇ ଝିଟିକି ସେମିରେ
ପଦ୍ମପୁର, (ନିରୋଜ କୁମାର ପାଣୀ) : ପଦ୍ମପୁର ଉପଖଣ୍ଡ ପାଇକମାଲର ମାଣ୍ଡୋସିଲ ବଡ଼ ଖେଳ ପଡ଼ିଆରେ ଚାଲିଥିବା ମାଣ୍ଡୋସିଲ କ୍ରିକେଟ କପ ବୁଧବାର ଉଦ୍ଘାଟିତ ହୋଇଯାଇଛି । ଉଦ୍ଘାଟନୀ ମ୍ୟାଚ ସମେତ ୫ଟି ମ୍ୟାଚ ଖେଲାଯାଇଛି । ପ୍ରଥମ ମ୍ୟାଚରେ ଫଲସାଗୁଡାକୁ ହରାଇ ମାଣ୍ଡୋସିଲ ବିଜୟୀ ହୋଇଥିଲା ।!-->…
Read More...
Read More...